ହାଇଦ୍ରାବାଦକୁ ୭ ୱିକେଟରେ ହରାଇଲା ଗୁଜରାଟ
ଅହମ୍ମଦାବାଦ: ଚଳିତ ଆଇପିଏଲରେ ରବିବାର ପ୍ରଥମ ମୁକାବିଲାରେ ଗୁଜରାଟ ଟାଇଟାନ୍ସ ୭ ୱିକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଡେଭିଡ ମିଲର ଶେଷ ଓଭରରେ ଛକା ମାରି ଦଳକୁ ବିଜୟୀ କରାଇଥିଲେ । ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ ୮ ୱିକେଟ ବିନିମୟରେ ୧୬୨ ରନ କରିଥିଲା । କୌଣସି…