Latest Odisha News

BREAKING NEWS

ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଆସି ଗରିବଙ୍କ ଦୁଃଖ ବୁଝିଲେ ରାଜ୍ୟପାଳ ରଘୁବର ଦାସ

ଯାଜପୁର: ଦିନିକିଆ ଯାଜପୁର ଜିଲ୍ଲା ଗସ୍ତରେ ଅଛନ୍ତି ରାଜ୍ୟପାଳ ରଘୁବର ଦାସ । ଯାଜପୁର ଜିଲ୍ଲା ଗସ୍ତରେ ଆସି ଦଶରଥପୁର ବ୍ଲକର ବିଭିନ୍ନ ଅଞ୍ଚଳକୁ ଯାଇ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଭେଟିଛନ୍ତି । ପ୍ରଥମେ ଖଣ୍ଡରା ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ସେଠାରେ ବିଭିନ୍ନ ବ୍ୟକ୍ତି ମାନଙ୍କୁ ଭେଟିବା…

ସାଧାରଣତନ୍ତ୍ର ଦିବସ ୨୦୨୪: କିଏ କେଉଁଠି କରିବେ ଜାତୀୟ ପତାକା ଉତ୍ତୋଳନ…

ଭୁବନେଶ୍ଵର: ଆଉ ମାତ୍ର ୪ ଦିନ ପରେ ଦେଶ ପାଳିବ ୭୫ତମ ସାଧାରଣତନ୍ତ୍ର ଦିବସ । ଚଳିତବର୍ଷ ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ । ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲ୍ଲାର ସଦର ମହକୁମାରେ, ୨ଟି ସ୍ଥାନରେ ଆରଡିସି ଏବଂ ୯ଟି…

ଟ୍ରକ୍ ଧକ୍କାରେ ଚାଲିଗଲା ୩ ବାଇକ୍ ଆରୋହୀଙ୍କ ଜୀବନ

ଭଦ୍ରକ: ଭଦ୍ରକରେ ଝିପିଝିପି ବର୍ଷା ସହ କୋହଲା ପାଗ ଲାଗି ରହିଥିବା ବେଳେ ୧୬ନମ୍ୱର ଜାତୀୟ ରାଜପଥ ରାଣିତାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବାଇକକୁ ପିଟିଲା ଟ୍ରକ। ଚାଲିଗଲା ୩ ବାଇକ ଆରୋହୀଙ୍କ ଜୀବନ । ସୂଚନା ଅନୁସାରେ, ବାଲେଶ୍ଵର ଆଡ଼ୁ ଆସୁଥିବା ଏକ ଟ୍ରକ୍ ୩ ଜଣ ବାଇକ…

ପୋଲିସ ପଦକ ଘୋଷଣା, ୨ ଆଇଜିଙ୍କ ସମେତ ୨୦ ପୁଲିସ ଅଧିକାରୀ ପାଇବେ ରାଜ୍ୟପାଳ ପଦକ

ଭୁବନେଶ୍ଵର: ୨୦୨୩ ବର୍ଷ ପାଇଁ ପ୍ରକାଶ ପାଇଲା ରାଜ୍ୟପାଳ ପୋଲିସ ପଦକ ତାଲିକା । ୨ ଜଣ ଆଇଜିଙ୍କ ସମେତ ମୋଟ ୨୦ ଜଣ ପୋଲିସ୍ କର୍ମଚାରୀଙ୍କୁ ପ୍ରଦାନ କରାଯିବ ରାଜ୍ୟପାଳ ପଦକ। ଏହି କ୍ରମରେ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲଙ୍କୁ ଏବଂ କ୍ରାଇମବ୍ରାଞ୍ଚ ଆଇଜି ସଫିନ୍ ଅହମ୍ମଦଙ୍କୁ ଏହି ସମ୍ମାନଜନକ…

ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ କମିଟି ଗଠନ

ଭୁବନେଶ୍ୱର: ପାଖେଇ ଆସିଲାଣି ନିର୍ବାଚନ ସମୟ । ସେଥିପାଇଁ ସବୁ ଦଳ ଏବେ ସଜବାଜ ହେଉଛନ୍ତି । ଜାନୁୟାରୀ ୨୩, ୨୦୨୪ ଏବଂ ଜାନୁୟାରୀ ୨୫, ୨୦୨୪ ରେ ଭୁବନେଶ୍ୱରରେ ଲୋକସଭା ଏବଂ ବିଧାନସଭା ସଂଯୋଜକଙ୍କ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ପରିଚାଳନା ପାଇଁ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଏକ ୬…

ଆଫଗାନିସ୍ତାନ ସୀମାରେ ଯାତ୍ରୀବାହି ବିମାନ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲୀ: ମସ୍କୋ ଯାଉଥିବା ଏକ ଯାତ୍ରୀବାହୀ ବିମାନ ଆଫଗାନିସ୍ତାନ ସୀମାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବାର ଖବର ସାମ୍ନାକୁ ଆସିଛି। ପ୍ରାଥମିକ ପର୍ଯ୍ୟାୟରେ ତାହା ଏକ ଭାରତୀୟ ବିମାନ ରହିଥିବା ନେଇ ସୂଚନା ସାମ୍ନାକୁ ଆସିଛି। କୁହାଯାଉଛି କି ଉକ୍ତ ବିମାନଟି ଭାରତରୁ ମସ୍କୋ ଅଭିମୁଖେ ଉଡାଣ…

୧୯୮୧ରେ ପଡ଼ିଥିଲା ରାମମନ୍ଦିର ନିର୍ମାଣ ବିବାଦର ମୂଳଦୁଆ, ପଢନ୍ତୁ ପୂରା ଘଟଣାକ୍ରମ

ନୂଆଦିଲ୍ଲୀ: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମ ଜନ୍ମଭୂମିରେ ମନ୍ଦିରର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ରହିଛି। ଭବ୍ୟ ଆୟୋଜନ ମଧ୍ୟରେ ଏହି ପବିତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଦେଶ ବିଦେଶରୁ ଅତିଥିମାନେ ଆସିବାରେ ଲାଗିଛନ୍ତି। ତେବେ ଦୀର୍ଘ ବର୍ଷର ଆନ୍ଦୋଳନ ଓ ସଂଘର୍ଷର…

୪ର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଆଇଟି ରେଡ୍

ରାଉରକେଲା: ଚତୁର୍ଥ ଦିନରେ ବ୍ୟବସାୟୀ ଘନଶ୍ୟାମ ଡାଲମିଆଙ୍କ ଘରେ ଚାଲିଛି ଆଇଟି ବିଭାଗର ରେଡ । ଓଡିଶାର ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ରେଡ୍ । ଚଢାଉରେ ୧୦୦ରୁ ଅଧିକ ଅଧିକାରୀ ଓ ସିଆରପିଏଫ୍ ଯବାନ ସାମିଲ ହୋଇଛନ୍ତି । ଏଯାବତ୍ ଘନଶ୍ୟାମଙ୍କ ଘରୁ ମିଳିଲାଣି ୫କୋଟି ନଗଦ ଟଙ୍କା । ସୂଚନା…

ଆସନ୍ତାକାଲି ୨.୩୦ ପର୍ଯ୍ୟନ୍ତ ବନ୍ଦ ରହିବ AIIMS, ଜାରି ରହିବ ଜରୁରୀକାଳୀନ ସେବା

ନୂଆଦିଲ୍ଲୀ: ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ସମଗ୍ର ଦେଶବାସୀ ଉତ୍ସାହିତ ରହିଛନ୍ତି । ଜାନୁଆରୀ ୨୨ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ସେଥିପାଇଁ ସମସ୍ତ ସରକାରୀ ଅଫିସ୍ ଓ ଶିକ୍ଷାନୁଷ୍ଠାନକୁ ଅଧାଦିନ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଅପରାହ୍ନ ୨.୩୦ ପର୍ଯ୍ୟନ୍ତ…

ଓଜନ କମାଇବାରେ ସାହାର୍ଯ୍ୟ କରେ ଏହି ଚା, ଜାଣନ୍ତୁ ଏହାର ଫାଇଦା

ଭୁବନେଶ୍ଵର: ପ୍ରାୟତଃ ଆମ ମାନଙ୍କର ଦିନର ଆରମ୍ଭ ଏକ କପ୍‌ ଚା’ରୁ ହୋଇଥାଏ । କାରଣ ଆମ ଦେଶରେ ଅଧିକାଂଶ ଲୋକ ଚା’ର ସୌକିନ ଥାନ୍ତି । ଘରକୁ କେହି ଅତିଥି ଆସିଲେ ପ୍ରଥମେ କପେ ଚାହାରେ ହିଁ ତାଙ୍କ ସ୍ୱାଗତ କରାଯାଇ ଥାଏ । କିନ୍ତୁ ସକାଳୁ ସକାଳୁ ଖାଲି ପେଟରେ ଚା ପିଇବା ଦ୍ୱାରା ଅନେକ ସମସ୍ୟାର…