Latest Odisha News

BREAKING NEWS

ପାଠକଙ୍କ ମନରେ ସକାରାତ୍ମକ ଚିନ୍ତାଧାରା ଜାଗ୍ରତ କରିବା ପାଇଁ ମୁଁ ଲେଖେ : ମଧୁମିତା ମିଶ୍ର

ଓଡ଼ିଆ ସାହିତ୍ୟ ଜଗତରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନଟିଏ ସଂରକ୍ଷିତ କରିସାରିଥିବା ମଧୁମିତା ମିଶ୍ର ଜଣେ ଅନନ୍ୟ ପ୍ରତିଭା । ଗଳ୍ପ ଓ କବିତା ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ବାଲ୍ୟକାଳରୁ ସାହିତ୍ୟ ପ୍ରତି…

ପୁରୀରେ କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ

ପୁରୀ: ପୁରୀରେ ପହଞ୍ଚି ଜଗନ୍ନାଥ ଦର୍ଶନ କରିଛନ୍ତି କେନ୍ଦ୍ର ଆୟୁଷ ମନ୍ତ୍ରୀ ସର୍ବାନନ୍ଦ ସୋନ୍ଵାଲ। ଜଗନ୍ନାଥ ମନ୍ଦିର ଆସି କେହି ଖାଲି ହାତରେ ଫେରେ ନାହିଁ ବରଂ ମହାପ୍ରଭୁ ବୁଦ୍ଧି, ବଳ,ଶକ୍ତି,ସାହସ ଦେଇଥାନ୍ତି ବୋଲି ଖୁବ୍ ଭାବବିହ୍ୱଳ ହୋଇ କହିଛନ୍ତି। ସେପଟେ ରାମଙ୍କର ପ୍ରାଣ ପ୍ରତିଷ୍ଠା…

ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କ ସାନିଧ୍ୟ ଗ୍ରହଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତି

ପୁରୀ: ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ସାନିଧ୍ୟ ଗ୍ରହଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନିରଞ୍ଜନ ଜ୍ୟୋତି । ସିଂହଦ୍ଵାରରେ ତାଙ୍କୁ ବିଜେପି ନୟାଗଡ଼ ମହିଳା ମୋର୍ଚା ପ୍ରଭାରୀ ରଞ୍ଜିତା ଦାସ ଖଣ୍ଡୁଆ ଦେଇ ସ୍ବାଗତ କରିଥିଲେ । ଖାଦ୍ୟ ଉପଭୋକ୍ତା ମାମଲା,ସାର୍ବଜନୀକ…

ଓଡ଼ିଶା ଦେଇ ଅଯୋଧ୍ୟା ଯିବ ୪ ଆସ୍ଥା ଏକ୍ସପ୍ରେସ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଦେଇ ଚାଲିବ ୪ଟି ଆସ୍ଥା ଏକ୍ସପ୍ରେସ। ଏହା ବିଭିନ୍ନ ଷ୍ଟେସନ ଦେଇ ଓଡ଼ିଶାକୁ ସିଧାସଳଖ ଅଯୋଧ୍ୟା ସହ ସଂଯୋଗ କରିବ। ମିଳିଥିବା ସୂଚନା ମୁତାବକ ଗୋଟିଏ ଆସ୍ଥା ଏକ୍ସପ୍ରେସ ଆସନ୍ତା ୩୧ ତାରିଖରେ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ବାହାରି ଓଡ଼ିଶାର ବିଭିନ୍ନ ଷ୍ଟେସନ ଦେଇ…

ମୁକ୍ତିଲାଭ କଲା “ଶାନ୍ତି ଆପାର୍ଟମେଣ୍ଟ”ର ମ୍ୟୁଜିକ୍ ଓ ଟ୍ରେଲର

ଭୁବନେଶ୍ବର : ସମ୍ପୂର୍ଣ୍ଣ ମୌଳିକ କାହାଣୀକୁ ନେଇ ପ୍ରସ୍ତୁତ ହୋଇଥିବା ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ଶାନ୍ତି ଆପାର୍ଟମେଣ୍ଟ’ର ମ୍ୟୁଜିକ ରିଲିଜ୍ ହୋଇଯାଇଛି । ଏହି ଅବସରରେ ସିନେମାର କଳାକାର ଓ ତେକ୍ନିସିଆନଙ୍କ ସମେତ ଓଲିଉଡ଼ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି ଚଳଚ୍ଚିତ୍ରର…

ବାଲୁକା କଳାରେ ଶୋଭା ପାଉଛନ୍ତି ପ୍ରଭୁ ଶ୍ରୀରାମ

ଅଯୋଧ୍ୟା: ରାମ ମୟ ଦେଶ । ରାମଙ୍କ ଭକ୍ତିରେ ଦେଶବାସୀ । ସେଥିପାଇଁ ଖୁବ ଜୋରସୋରରେ ଚାଲିଛି ସାଜ୍ଜସଜ୍ଜା । ଏହାରି ଭିତରେ ୫୦୦ ମିନିଚର୍ ବ୍ୟବହାର କରି ଭଗବାନ ଶ୍ରୀରାମଙ୍କ ୨୩ ଫୁଟର ବାଲୁକା କଳା ପ୍ରସ୍ତୁତ କରିଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଅଯୋଧ୍ୟାରେ ସେ ଏହି…

ଦୁର୍ନିତୀ ଅଭିଯୋଗରେ ସେଲରୁ ୨୮ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: କେନ୍ଦ୍ର ଲୋକପାଳଙ୍କ ନିର୍ଦ୍ଦେଶ କ୍ରମେ ସେଲର ୨ ବରିଷ୍ଠ ଅଧିକାରୀଙ୍କ ସମେତ ୨୮ ଅଧିକାରୀଙ୍କୁ କେନ୍ଦ୍ର ଇସ୍ପାତ ମନ୍ତ୍ରଣାଳୟ ଶୁକ୍ରବାର ଚାକିରିରୁ ନିଲମ୍ବିତ କରିଛି। ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟର ୨୦୨୪ ଜାନୁଆରୀ ୧୯ ତାରିଖ ଚିଠି ଆଧାରରେ ସେଲର ବରିଷ୍ଠ ଅଧିକାରୀ…

ଶିଶୁ ଗଳ୍ପ : ପୁପୁନିର ଶୀତ ସକାଳ

କୁଞ୍ଜ ବିହାରୀ ସାହୁ ଆଜି ରବିବାର । ପୁପୁନି ଆରାମରେ ଶୋଇଛି । ସକାଳୁ ଉଠିପଡ଼ି ତା’ ବୋଉ ପୁପୁନିର ଦେହ ଉପରେ କମ୍ବଳ ଘୋଡ଼େଇଦେଲେ । ଭାବିଲେ – ଆଜି ତ ରାବିବାର ସ୍କୁଲ ଛୁଟି । ବାହାରେ ସିରିସିରି ପବନ ବୋହୁଛି । ବୁଲିଲେ ଦେହରେ ଥଣ୍ଡା ପଶିଯିବ । ପୁପୁନି ତ ଗେଲବରଷର । ତା ଦେହ…

କବିତା : ଭିଜାମାଟିର ସ୍ବପ୍ନ

ସସ୍ମିତା ତ୍ରିପାଠୀ ରୌଦ୍ରର ତାଣ୍ଡବ ଲୀଳା ଅତୃପ୍ତିର ହା ହୁତାଶମୟ କ୍ଳାନ୍ତି ବ୍ୟସ୍ତ ବିବ୍ରତ ମଧ୍ୟାହ୍ନର ଝାଞ୍ଜି ଶୀତଳ ସମୀର ମୃଦୁ ହିଲ୍ଲୋଳ ସ୍ପର୍ଶ ପାଇଁ ବ୍ୟାକୁଳିତ ପ୍ରାଣ ଉତ୍ତପ୍ତ ଜ୍ୱାଳାର ହାହାକାର ବନାଗ୍ନି ଦହନର ତାଡନା ଅସହ୍ୟ ବୋଧହୁଏ ମାଟି ପାଇଁ। ଦାବ ଦହନର…

ଦୁର୍ଘଟଣାରେ ନିର୍ଦ୍ଦେଶକ ସୁଧାକର ବସନ୍ତ ଆହତ

କଟକ: ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ବିଶିଷ୍ଟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ସହିତ ଅନ୍ୟ ଦୁଇ ଜଣ ମଧ୍ୟ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଗତକାଲି ବିଳମ୍ବିତ ରାତିରେ କଟକ ମଙ୍ଗୁଳି ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଥିଲା। ପରେ ଖବର…