ପ୍ରଫେସର କୃଷ୍ଣ ପ୍ରସାଦ ମିଶ୍ରଙ୍କ ଶ୍ରାଦ୍ଧସଭା ଅନୁଷ୍ଠିତ
ଭୁବନେଶ୍ୱର : କୃଷ୍ଣ ପ୍ରସାଦ ସ୍ମୃତି ପରିଷଦ ଆନୁକୂଲ୍ୟରେ ଉତ୍କଳ ବିଶ୍ୱବିଦ୍ୟାଳୟ ଦର୍ଶନ ବିଭାଗ ପରିସରରେ ପ୍ରଫେସର କୃଷ୍ଣ ପ୍ରସାଦ ମିଶ୍ରଙ୍କ ଶ୍ରାଦ୍ଧସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗଣେଶ ପ୍ରସାଦ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଲେଖକ ଓ ସ୍ତମ୍ଭକାର ଲେଖକ…