Latest Odisha News

BREAKING NEWS

ଡାକ୍ତରଙ୍କ ପ୍ରେସକ୍ରିପସନ ବିନା ମିଳିବନି ଆଣ୍ଟିବାୟୋଟିକ୍‌, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟର ପରାମର୍ଶ

ଭୁବନେଶ୍ବର: ଏଥର ବିନା ପ୍ରେସକ୍ରିପସନରେ ଆଉ ମିଳିବନି ଆଣ୍ଟିବାୟୋଟିକ୍ । ଏଣିକି ରୋଗୀଙ୍କୁ ଆଣ୍ଟିବାୟୋଟିକ୍ ଲେଖିବାବେଳେ କାରଣ ସ୍ପଷ୍ଟ କରିବେ ଡାକ୍ତର । ଏନେଇ ମେଡିକାଲ କଲେଜ୍ ଓ ମେଡିକାଲ ଆସୋସିଏସନର ସମସ୍ତ ଡାକ୍ତରଙ୍କୁ ଏଭଳି ପରାମର୍ଶ ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ । ସମସ୍ତ…

ମହଙ୍ଗା ପଡିଲା ଲାଞ୍ଚ ଟଙ୍କା, ଭିଜିଲାନ୍ସ ଜାଲରେ ଆରଆଇ ବାବୁ

ଭଦ୍ରକ: ଘରବାରି ପଟ୍ଟା କରାଇଦେବା ନାମରେ ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ବଂଥ ତହସିଲ କାର୍ଯ୍ୟାଳୟର ରାଜସ୍ୱ ନିରୀକ୍ଷକ ଶରତ କୁମାର ଜେନା । ଲାଞ୍ଚ ଟଙ୍କା ନେବାବେଳେ ସିଧାସଳଖ ମାଡିବସିଥିଲା ଭିଜିଲ୍ସ ଟିମ୍ । ସମସ୍ତ ଲାଞ୍ଚ ଟଙ୍କା ଜବତ ସହ ଶ୍ରୀ ଜେନାଙ୍କ…

୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା

ଭୁବନେଶ୍ବର: ଆଜି ରାଜ୍ୟର ୧୩ ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଖର୍ଚ୍ଚ ହେବ ୪ ହଜାର ୬୦୦ କୋଟି ଟଙ୍କା । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଆମର ଏହି ପ୍ରକଳ୍ପ ଦ୍ୱାରା ଚାଷୀ…

ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ୩ ମାଓବାଦୀ ନିହତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା । ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ପୋଲିସ ଗୁଳିରେ ଟଳିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବେଲମଗୁଟା ଜଙ୍ଗଲରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ସୂଚନା…

ଅଯୋଧ୍ୟା ରାମ ମନ୍ଦିର: ରାମାଲାଲାଙ୍କ ପାଇଁ ପହଞ୍ଚିଲା ଦୁନିଆର ସବୁଠୁ ମହଙ୍ଗା ରାମାୟଣ

ଅଯୋଧ୍ୟା: ପାଖେଇ ଆସୁଛି ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ଉତ୍ସବ । ମଝିରେ ଆଉ ଗୋଟିଏ ଦିନର ଅପେକ୍ଷା । ଏହା ପରେ ସମସ୍ତଙ୍କୁ ଦର୍ଶନଦେବେ ପ୍ରଭୁ ରାମଲାଲା । ପ୍ରାଣ ପ୍ରତିଷ୍ଠାର ମୁହୂର୍ତ୍ତ ଯେତେ ପାଖଉଛି, ଭକ୍ତମାନେ ସେତେ ବିଭୋର ହୋଇ ପଡ଼ୁଛନ୍ତି । ପ୍ରଭୁ ରାମଲାଲାଙ୍କ ପାଇଁ ଦେଶର ପ୍ରତ୍ୟେକ…

ବେକାରୀ ସମସ୍ୟା: ନିର୍ବାଚନରେ ପାଲଟିବ କି ମୁଖ୍ୟ ପ୍ରସଙ୍ଗ

ଭୁବନେଶ୍ୱର: ରାଜ୍ୟରେ ବେକାରିଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି। କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆଶାୟୀଙ୍କ ସଂଖ୍ୟାକୁ ଏକ ଛୋଟ ଉଦାହରଣ ଭାବେ ନିଆଯାଇପାରେ। ସେପଟେ ସ୍ଥିର ସରକାର, ପ୍ରଗତିଶୀଳ ଅର୍ଥନୀତି, ଅନେକ ଶିଳ୍ପ ପ୍ରୋତ୍ସାହନ ଯୋଜନା, ଯୁବପିଢ଼ିଙ୍କୁ ରୋଜଗାର ପ୍ରତିଶୃତି…

ସାନିଆଙ୍କ ପୋଷ୍ଟ ପରେ ତୃତୀୟ ବିବାହ କଲେ ଶୋଏବ

କରାଚୀ: ଭାରତର ଟେନିସ ଷ୍ଟାର ସାନିଆ ମିର୍ଜା ଓ ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କ ବହୁ ଚର୍ଚ୍ଚିତ ପ୍ରେମ ସମ୍ପର୍କରେ ଏବେ କଳଙ୍କ ଲାଗିଛି । କିଛି ଦିନ ତଳେ ସାନିଆ ଛାଡପତ୍ର ସମ୍ପର୍କୀତ ଏକ ପୋଷ୍ଟ କରିବା ପରେ ଆଜି ଶୋଏବ ତୃତୀୟ ବିବାହ କରିଛନ୍ତି । ଶୋଏବ ପ୍ରଥମେ ଆୟଶା ସିଦ୍ଦିକଙ୍କୁ…

ନୂଆପଡ଼ାରୁ ଜବତ ହେଲା ଜୀବନ୍ତ ବଜ୍ରକାପ୍ତା, ୪ ଗିରଫ

ନୂଆପଡ଼ା: ସିନାପାଲି ବନବିଭାଗକୁ ବଡ ସଫଳତା । ସିନାପାଲି ନଙ୍ଗଲବୋଡ଼ ଠାରୁ ଏକ ଜୀବନ୍ତ ବଜ୍ରକାପ୍ତ ସହ ୨ କେଜି ୭ଶହ ଗ୍ରାମ କାତି ଜବତ କରିଛି ବନବିଭାଗ । ଏଥିସହ ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଅଟକ ରଖିଛି ପୋଲିସ । ସୂଚନା ଅନୁସାରେ, ସିନାପାଲି ରେଞ୍ଜ ନଙ୍ଗଲବୋଡ଼ ଗ୍ରାମରେ କିଛି ଲୋକ ଏକ…

ପାଣିପାଗ ବିଭାଗର ଆଲର୍ଟ; ଆଜିଠୁ ଆସନ୍ତା ୨୫ ଯାଏଁ ରାଜ୍ୟରେ ବର୍ଷା ଆଶଙ୍କା

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଯାଉଛି । ସକାଳୁ ସକାଳୁ ଗାଡି ଚଳାଚଳରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ । ତେବେ ଘନ କୁହୁଡି କାରଣରୁ ରାତିର ତାପମାତ୍ରା ବୃଦ୍ଧି ପାଇଛି । ଯେଉଁ କାରଣରୁ ଶୀତରୁ ରକ୍ଷା ପାଇଛନ୍ତି ଲୋକେ । ହେଲେ ରାଜ୍ୟର…

ଚିଲିକାରେ ଆରମ୍ଭ ହୋଇଛି ଡଲଫିନ ଗଣନା, ସାମିଲ୍ ହୋଇଛନ୍ତି ୧୮ ଟି ଟିମ୍

ଖୋର୍ଦ୍ଧା: ଏସିଆର ବୃହତ୍ତମ ଲୁଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଚାଲିଛି ଡ଼ଲଫିନ ଗଣନା । ଚିଲିକା ବନ୍ୟପ୍ରାଣୀ ଡିଭିଜନର ସାତପଡା ଓ ବାଲୁଗାଁ ୨ଟି ରେଞ୍ଜରେ ଚାଲିଛି ଡଲଫିନ ଗଣନା । ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ବିଭକ୍ତ କରାଯାଇଛି। ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ…