ବିଭିନ୍ନ ଦାବି ନେଇ ଶ୍ରମିକ ମହାସଂଘ ପକ୍ଷରୁ ନୂଆପଡ଼ା ଜିଲ୍ଲା ୮ ଘଣ୍ଟିଆ ବନ୍ଦ
ନୂଆପଡ଼ା: ଆଜି ୮ ଘଣ୍ଟିଆ ନୂଆପଡ଼ା ଜିଲ୍ଲା ବନ୍ଦ । ବିଭିନ୍ନ ଦାବି ନେଇ ନୂଆପଡ଼ା ଶ୍ରମିକ ମହାସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ବନ୍ଦର ପ୍ରଭାବ ସମଗ୍ର ଜିଲ୍ଲାରେ ଦେଖିବାକୁ ମିଳିଛି । ଫଳରେ ଯାତାୟତ ସମ୍ପୂର୍ଣ୍ଣ ଭାବେ ଠପ୍ ହୋଇଯାଇଛି ।
କେବଳ ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ…