Latest Odisha News

BREAKING NEWS

ତୃତୀୟ ଦିନରେ ଜମୁଛି ଧନୁଯାତ୍ରା: ଗୋପପୁରରେ କୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ନନ୍ଦରାଜା ଓ ରାଣୀ

ବରଗଡ: ତୃତୀୟ ଦିନରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଗୋପପୁରରେ ଶ୍ରୀକୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ନନ୍ଦରାଜା ଓ ନନ୍ଦରାଣୀ । ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ଏହାସହ କୃଷ୍ଣଙ୍କ ଆଗମନରେ…

ହିଜବୁଲ ମୁଜାହିଦ୍ଦିନର ଫାଇନାନ୍ସରଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ବଡ ସଫଳତା । ହିଜବୁଲ ମୁଜାହିଦ୍ଦିନର ଜଣେ ଫାଇନାନ୍ସରଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କ ନାମ ମହମ୍ମଦ ରଫି ନଜର। ସେ ଜମ୍ମୁ-କଶ୍ମୀର ସୋପୋର ଜିଲ୍ଲାର ବାସିନ୍ଦା। ଆତଙ୍କବାଦୀ ରଫି ନଜର ହିଜବୁଲ ହ୍ୟାଣ୍ଡେଲରଙ୍କ ମାଧ୍ୟମରେ ଟଙ୍କା…

ପରିବର୍ତ୍ତିତ ଜଳବାୟୁ ଉପରେ ରଖାଯିବ ନଜର: ଫେବ୍ରୁଆରୀରେ INSAT-3DS ଉପଗ୍ରହ ଲଞ୍ଚ କରିବ ଇସ୍ରୋ

ନୂଆଦିଲ୍ଲୀ: ଖୁବଶୀଘ୍ର ମହାକାଶକୁ ପ୍ରେରଣ ହେବ INSAT-3DS ଉପଗ୍ରହ । ଜିଓସିଙ୍କ୍ରୋନସ୍ ଲଞ୍ଚ ଭେଇକିଲ ବା GSLV-F14 ପରି ଅତ୍ୟାଧୁନିକ ରକେଟ ମାଧ୍ୟମରେ ଏହାକୁ ଉତକ୍ଷେପଣ କରାଯିବ । ଆସନ୍ତା ଫେବ୍ରୁଆରୀ ମାସ ପ୍ରଥମ ସପ୍ତାହରେ ଉତକ୍ଷେପଣ ନେଇ ଯୋଜନା କରୁଛି ଇସ୍ରୋ । ଏନେଇ ଇସ୍ରୋର ଜଣେ…

ସାନିଆ-ଶୋଏବଙ୍କ ଛାଡପତ୍ର ଖବର ପୁନର୍ବାର ଚର୍ଚ୍ଚାରେ

ହାଇଦ୍ରାବାଦ: ଭାରତର ଟେନିସ ଖେଳାଳି ସାନିଆ ମିର୍ଜା ଓ ପାକିସ୍ତାନ କ୍ରିକେଟର ଶୋଏବ ମଲିକଙ୍କ ଛାଡପତ୍ର ଖବର ଏବେ ପୁନର୍ବାର ଚର୍ଚ୍ଚାରେ କାରଣ ସାଜିଛି । ଇନଷ୍ଟାଗ୍ରାମରେ ସାନିଆଙ୍କ ଏକ ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି । ସାନିଆ ଏଥିରେ ଛାଡପତ୍ର ନେବା ଏକ କଷ୍ଟକର ପଦକ୍ଷେପ ବୋଲି…

ବଢିଲା ମହୁଆ ମୋଇତ୍ରାଙ୍କ ଅଡ଼ୁଆ: ତୁରନ୍ତ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ୍

ନୂଆଦିଲ୍ଲୀ: ବଢ଼ିବାରେ ଲାଗିଛି ବହିଷ୍କୃତ ଟିଏମସି ସାଂସଦ ମହୁଆ ମୋଇତ୍ରାଙ୍କ ଅଡ଼ୁଆ। ତୁରନ୍ତ ସରକାରୀ ବଙ୍ଗଳା ଖାଲି କରିବାକୁ ମହୁଆଙ୍କୁ ପୁଣି ନୋଟିସ୍ ଜାରି କରାଯାଇଛି। ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ଜାରି ହୋଇଛି। ମହୁଆ ଯଦି ତୁରନ୍ତ ସରକାରୀ…

ଚୀନରେ କମୁଛି ଜନସଂଖ୍ୟା: କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ ଜନ୍ମହାରରେ ହ୍ରାସ

ବେଜିଂ: ଚୀନରେ କମୁଛି ଜନସଂଖ୍ୟା। ଲଗାତାର ଦ୍ୱିତୀୟ ଥର ପାଇଁ ଚୀନରେ ଜନସଂଖ୍ୟା ହ୍ରାସ ପାଇଛି। ଚୀନର ଜାତୀୟ ପରିସଂଖ୍ୟାନ ବ୍ୟୁରୋ କହିଛି ଯେ ଗତ ବର୍ଷଠାରୁ ବର୍ତ୍ତମାନ ଯାଏ ଚୀନର ଜନସଂଖ୍ୟା ୨୦ ଲକ୍ଷ ୮୦ ହଜାର ହ୍ରାସ ପାଇଛି। ଜନସଂଖ୍ୟାରେ ଚୀନ୍ ଦ୍ୱିତୀୟ ସ୍ଥାନରେ ଥିବାବେଳେ ଭାରତ ପ୍ରଥମ…

ଜଳବାୟୁ ପରିବର୍ତ୍ତନ ଯୋଗୁଁ ୨୦୫୦ସୁଦ୍ଧା ୧କୋଟି ୪୫ଲକ୍ଷ ଲୋକ ପ୍ରାଣ ହରାଇ ପାରନ୍ତି: WEF ରିପୋର୍ଟ

ନୂଆଦିଲ୍ଲୀ: ବିଶ୍ୱ ଅର୍ଥନୈତିକ ଫୋରମ୍ ବା WEF ଜଳବାୟୁ ପରିବର୍ତ୍ତନ ନେଇ ଏକ ରିପୋର୍ଟ ପ୍ରକାଶ କରିଛି । ଜଳବାୟୁ ସଙ୍କଟ କାରଣରୁ ୨୦୫୦ସୁଦ୍ଧା ବିଶ୍ୱର ୧କୋଟି ୪୫ଲକ୍ଷ ଲୋକଙ୍କ ଜୀବନ ଯାଇପାରେ । ଏଥିସହ ବିଶ୍ୱରେ ୧୨.୫ ଟ୍ରିଲିୟନ ଆମେରିକୀୟ ଡଲାରର ଆର୍ଥିକ କ୍ଷତି ହେବା ନେଇ ଆକଳନ କରିଛି।…

ସପରିବାର ସହ କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗ

ଭୁବନେଶ୍ବର: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ଯୋଗ ଦେଇଛନ୍ତି । କଂଗ୍ରେସ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି ।…

ବିଶ୍ୱନାଥନ ଆନନ୍ଦଙ୍କୁ ପଛରେ ପକାଇଲେ ପ୍ରଜ୍ଞାନନନ୍ଦ

ନୂଆଦିଲ୍ଲୀ: ଭାରତର ଷ୍ଟାର ଚେସ ଖେଳାଳି ଆର.ପ୍ରଜ୍ଞାନନନ୍ଦ ଆଉ ଏକ କୀର୍ତିମାନ ନିଜ ନାମରେ ଯୋଡିଛନ୍ତି । ଟିଟା ଷ୍ଟିଲ ଚେସରେ ସେ ବିଶ୍ୱ ଚାମ୍ପିୟନ ଡିଙ୍ଗ ଲାଇରେନଙ୍କୁ ପରାସ୍ତ କରିଥିଲେ । ଏଥିସହ ସେ ବିଶ୍ୱନାଥନ ଆନନ୍ଦଙ୍କୁ ପଛରେ ପକାଇ ଭାରତର ଏକ ନମ୍ବର ଚେସ ଖେଳାଳି ପାଲଟିଛନ୍ତି ।…

ଆଇପିଏଲ ୨୦୨୪: ଏଥର ପର୍ଯ୍ୟାୟକ୍ରମେ ଘୋଷଣା କରାଯିବ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ଟି୨୦ ବିଶ୍ୱକପ ଚଳିତ ବର୍ଷ ଜୁନ ମାସରୁ ଖେଳାଯିବ । ଏବେ ସମସ୍ତଙ୍କ ନଜର ଆଇପିଏଲ ୨୦୨୪ କାର୍ଯ୍ୟସୂଚୀ ଉପରେ ରହିଛି । ରିପୋର୍ଟ ଅନୁସାରେ ଆଇପିଏଲ ୨୧ମାର୍ଚ୍ଚରୁ ମେ ୨୬ ପର୍ଯ୍ୟନ୍ତ ଖେଳାଯାଇପାରେ । ଏହାର କାର୍ଯ୍ୟସୂଚୀ ପ୍ରଥମ ଥର ପାଇଁ ପର୍ଯ୍ୟାୟକ୍ରମେ ଘୋଷଣା କରାଯିବ ବୋଲି…