Latest Odisha News

BREAKING NEWS

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ନକ୍ସଲ

ବିଜାପୁର: ଛତିଶଗଡ଼ ବିଜାପୁର ଜିଲ୍ଲା ଚିକୁରବାଟି-ପୁସବାକା ନିକଟ ଜଙ୍ଗଲରେ ଏନ୍‌କାଉଣ୍ଟର । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୬ ନକ୍ସଲ । ଡିଆରଜି, ସିଆରପିଏଫ ୨୨୯ ଓ କୋବ୍ରା ବାହିନୀର ମିଳିତ ଅପରେସନ ବେଳେ ମୁହାଁ ମୁହିଁ ହୋଇଥିଲେ ନକ୍ସଲ ଓ ସୁରକ୍ଷାକର୍ମୀ । ସୂଚନା ଅନୁସାରେ, ଗତକାଲି…

ଇତିହାସ ରଚିବ ସାଉଦି ଆରବ, ପ୍ରଥମ ଥର ମିସ୍ ୟୁନିଭର୍ସରେ ଭାଗ ନେବ

ରିୟାଦ: ପ୍ରଥମ ଥର ପାଇଁ ମିସ୍‌ ୟୁନିଭର୍ସ ପ୍ରତିଯୋଗିତାରେ ଭାଗ ନେବ ସାଉଦି ଆରବ । ୨୦୨୪ ମିସ୍‌ ୟୁନିଭର୍ସ ପ୍ରତିଯୋଗିତା ପାଇଁ ସାଉଦି ଆରବ ତା’ର ପ୍ରତିଯୋଗୀଙ୍କୁ ପଠାଇବ । ଏପରି କରିବାରେ ସାଉଦି ଆରବ ପ୍ରଥମ ମୁସଲିମ ଦେଶ ହୋଇଛି । ଏହା ସାଉଦି ଆରବ ପାଇଁ ଏକ ଐତିହାସିକ ପଦକ୍ଷେପ ଅଟେ ।…

ଲୋକସଭା ନିର୍ବାଚନ ୨୦୨୪; ପ୍ରଥମ ପାର୍ଥୀ ତାଲିକା ଘୋଷଣା କଲା ଶିବସେନା-ୟୁବିଟି

ମୁମ୍ବାଇ: ଘୋଷଣା ସରିଛି ନିର୍ବାଚନ ତାରିଖ । ଏବେ ସବୁ ଦଳ ସେମାନଙ୍କର ପାର୍ଥୀ ତାଲିକା ଘୋଷଣାରେ ବ୍ୟସ୍ତ । ତେବେ ଆଗାମି ଲୋକସଭା ନିର୍ବାଚନ ପାଇଁ ଶିବସେନା ଜାରି କରିଛି ତା’ର ପ୍ରଥମ ପ୍ରାର୍ଥୀ ତାଲିକା । ଏହି ତାଲିକାରେ ୧୬ ଜଣ ପ୍ରାର୍ଥୀଙ୍କ ନାମ ରହିଛି । ଏଥିସହ ପାର୍ଥିଙ୍କୁ ନେଇ…

ଆଜି ୪ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ । ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ମହାପ୍ରଭୁଙ୍କ ବନକଲାଗି ନୀତି ହେବ । ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ ରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।…

ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଓଲଟିଲା ଯାତ୍ରୀବାହୀ ବସ୍; ଜଣେ ମୃତ, ୧୦ରୁ ଉର୍ଦ୍ଧ୍ବ ଆହତ

କୋରାପୁଟ: କୋରାପୁଟ-ରାୟଗଡା ଜାତୀୟ ରାଜପଥ ପୋଡ଼ାଗଡ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ରାସ୍ତାକଡ଼କୁ ଓଲଟି ପଡ଼ିଲା ଏକ ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ…

ବ୍ରିଜ୍ ସହ ଧକ୍କା ହେବା ପରେ ବୁଡିଗଲା ଜାହାଜ, ସମସ୍ତ ୨୨ ଭାରତୀୟ କ୍ର୍ୟୁ ସଦସ୍ୟ ସୁରକ୍ଷିତ ଉଦ୍ଧାର

ନୂଆଦିଲ୍ଲୀ: ଆମେରିକାର ବାଲ୍ଟିମୋର ହାର୍ବରରେ ଭୟଙ୍କର ଦୁର୍ଘଟଣା । ଗତକାଲି ରାତିରେ ଏକ ଜାହାଜ ଧକ୍କାରେ ଏକ ବ୍ରିଜ୍‌ ଭୁଶୁଡ଼ି ପଡ଼ିଛି । ବ୍ରିଜ୍ ଉପରେ ଥିବା କିଛି ଯାନବାହନ ଓ ଲୋକେ ନଦୀରେ ଖସିପଡିଥିଲେ । ଏହି ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଗତକାଲି କିଛି…

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ, ୫ ଚୀନ୍ ନାଗରିକ ମୃତ

ଇସଲାମାବାଦ: ପାକିସ୍ତାନରେ ବଡ଼ ବିସ୍ଫୋରଣ ଘଟିଛି । ଏଥିରେ ୫ ଜଣ ଚୀନ୍ ନାଗରିକଙ୍କ ମୃତ୍ୟୁ ହୋଇଥିବାବେଳେ, ଜଣେ ପାକିସ୍ତାନୀ ନାଗରିକଙ୍କ ମୃତ୍ୟୁ ଘଟିଛି । ପ୍ରାଣ ହରାଇଥିବା ସମସ୍ତ ଚୀନ ନାଗରିକମାନେ ଇଞ୍ଜିନିୟର ଥିଲେ । ସେମାନେ ପାକିସ୍ତାନରେ ଚାଲୁଥିବା ଏକ ପ୍ରୋଜେକ୍ଟରେ କାମ କରୁଥିଲେ ।…

ଭାଷା ଭାଗବତ : ତ : ତ୍ତ ଭେଦ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  କରିଲେ ତ୍ତ ଏବେ ବର୍ଜନ ବିପତି ଲେଖିବାକୁ ମନ ବଳିବ ନିଶ୍ଚେ ଆପେ ଆପେ ଏମିତି କି ସଂସ୍କାର ବ୍ୟାପେ ? ଚିତ, ବିତ ଓ ଚିତ୍ତ, ବିତ୍ତ ଯେଉଁଟି ବହୁ ପ୍ରଚଳିତ ତାହା ନ କଲେ ବ୍ୟବହାର ହେବ କି କାହା ଉପକାର ? ଗୁଣବତ୍ତା ଓ ଗୁଣବତା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ଶଙ୍ଖ ନାଭି ମଣ୍ଡଳ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପୁରୁଷୋତ୍ତମ ଶ୍ରୀଜଗନ୍ନାଥ କ୍ଷେତ୍ର ମହାତ୍ମ୍ୟ ବର୍ଣ୍ଣନା କରିବା ସମୟରେ, ଇତିହାସର ଜଣେ ଅନନ୍ୟ ଭକ୍ତ ସାରିଆ ଭିକଙ୍କ କାଳଜୟୀ ରଚନା “ଥକା ମନ ଚାଲ ଯିବା, ଚକା ନୟନ ଦେଖିବା “କୁ ଉପସ୍ଥାପିତ…

୩ ସିଟ୍ ରେ କେଉଁଠି କେଁ?

ଭୁବନେଶ୍ବର: ଲୋକସଭା ଲଢେଇ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିଛି ବିଜେପି । ୨୧ ରୁ ୧୮ ସିଟ୍ ପାଇଁ ସିପାହୀ ପ୍ରସ୍ତୁତ । କିଛି ନୂଆ କିଛି ପୁରୁଣା ମୁହଁ ସହ ଚବିଶ ପାଇଁ ବିଜେପି କରିଛି ଚଉକଶ ପ୍ଲାନ୍ । ତେବେ ପ୍ରଶ୍ନ, ୩ ସିଟ୍ ରେ କେଉଁଠି ରହିଛି କନଫ୍ୟୁଜନ୍? ପ୍ରାର୍ଥୀ ନିଷ୍ପତ୍ତି…