ପାଲ ହାଇଟ୍ସ ଛକରେ ହୁତୁହୁତୁ ହୋଇ ଜଳିଗଲା ଚଳନ୍ତା କାର୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ଭୁବନେଶ୍ୱର: ରାଜଧାନୀ ରାଜରାସ୍ତାରେ ହୁତୁହୁତୁ ହୋଇ ଜଳିଗଲା କାର୍। ଅଳ୍ପକେ ବର୍ତ୍ତିଲା ବଡ଼ ଅଘଟଣ। ପାଲ ହାଇଟ୍ସ ଛକ ଉପରେ ଜଳିଗଲା କାର୍। ସେଭେନ ସିଟର୍ କାରରେ ହଠାତ୍ ନିଆଁ ଲାଗି ଯାଇଥିଲା। ଫଳରେ ଯାତ୍ରୀ ତୁରନ୍ତ କାର୍ ଛାଡି ପଳାଇଥିଲେ। ଦେଖୁ ଦେଖୁ ସମ୍ପୂର୍ଣ୍ଣ କାରଟି ନିଆଁରେ…