Latest Odisha News

BREAKING NEWS

ଖଣି ମାଫିଆଙ୍କ ଆତଙ୍କ ରାଜ୍, ଚଢ଼ାଉବେଳେ ମାଇନିଙ୍ଗ ଅଫିସରଙ୍କୁ ମରଣାନ୍ତକ ଆକ୍ରମଣ

ଖୋର୍ଦ୍ଧା: ଖୋର୍ଦ୍ଧାରେ ଖଣି ମାଫିଆଙ୍କ ଆତଙ୍କରାଜ । ଖୋର୍ଦ୍ଧା ଟାଉନ ଥାନା ଗୁଡୁମ ପଥର ଖଣିରେ ବେଆଇନ ଖଣି ଖନନ ଉପରେ ଚଢାଉ ବେଳେ ମାଇନିଂ ଅଫିସରଙ୍କ ଉପରେ ସଂଘବଦ୍ଧ ଆକ୍ରମଣ କଲେ ଖଣି ମାଫିଆ । ଆକ୍ରମଣରେ ଗୁରୁତର ହୋଇଛନ୍ତି । ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

ଜିଓ ପକ୍ଷରୁ ସାରା ଓଡ଼ିଶାରେ ଜିଓଏୟାରଫାଇବର ସେବା ସମ୍ପ୍ରସାରଣ

ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଘରୋଇ ମୋବାଇଲ ଡାଟା ନେଟୱର୍କ ରିଲାଏନ୍ସ ଜିଓ ପକ୍ଷରୁ ସାରା ଓଡ଼ିଶାରେ ୩୦ ରୁ ଉର୍ଦ୍ଧ୍ୱ ସହର ଓ ନଗରକୁ ବିଶ୍ୱ ମାନର ସର୍ବାଧୁନିକ ଜିଓଏୟାରଫାଇବ‍ର ସେବା ସମ୍ପ୍ରସାରଣ କରାଯାଇଛି । ପ୍ରାରମ୍ଭିକ ଭାବେ ନଭେମ୍ବର ୨୦୨୩ରେ ଭୁବନେଶ୍ୱର ଓ କଟକ ସହରରେ ଶୁଭାରମ୍ଭ…

ଶୀତଦିନେ ଆପଣଙ୍କର ବି ଓଠ ଫାଟୁଛି କି? ତେବେ ଏପରି ନିଅନ୍ତୁ ଓଠର ଯତ୍ନ

ଭୁବନେଶ୍ଵର: ପ୍ରାୟତ ଶୀତ ଋତୁରେ ଓଠ ଫାଟିବା ଲୋକଙ୍କର ଏକ ମୁଖ୍ୟ ସମସ୍ୟା ପାଲଟିଯାଏ । ଶରୀରରେ ଜଳୀୟଅଂଶ ଅଭାବ ହେଲେ ଓଠ ଫାଟିବା ସହିତ ଚର୍ମ ଶୁଷ୍କ ରହେ । ବାସ୍ତବରେ ଶୀତଋତୁ ଆସିବା ମାତ୍ରେ ଆମେ ଜଳର ବ୍ୟବହାରକୁ କମ୍ କରିଦେଉ । ଯେଉଁ କାରଣରୁ ଶୀତଦିନେ ଶୁଖିଲା ଚର୍ମ ଏବଂ ଶୁଖିଲା ଓଠରେ…

ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା: ଆଜି ଦ୍ଵିତୀୟ ଦିନରେ ରଙ୍ଗମହଲ ଉଦଘାଟନ କରିବେ ମହାରାଜ କଂସ

ବରଗଡ: ଆରମ୍ଭ ହୋଇଯାଇଛି ୭୬ ତମ ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଦୀର୍ଘ ୧୧ ଦିନ ଧରି ଚାଲିବ ବରଗଡ଼ରେ ମହାରାଜ କଂସଙ୍କ ରାଜୁତି । ଉଦଘାଟନୀ ଦିବସରେ ରାଜକୀୟ ଆଡମ୍ବର ସହ ଦେବକୀ ବସୁଦେବଙ୍କ ବିବାହ ହୋଇଯାଇଥିବା ବେଳେ ମହାରାଜ ଉଗ୍ରସେନଙ୍କୁ ଗାଦିଚ୍ୟୁତ କରି ସିଂହାସନ ଆରୋହଣ କରିଛନ୍ତି…

ମଣ୍ଡି ଅବ୍ୟବସ୍ଥା: ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ

ଦେବଗଡ: ଧାନମଣ୍ଡି ଅବ୍ୟବସ୍ଥା ନେଇ ଆଜି ୧୨ ଘଣ୍ଟିଆ ଦେବଗଡ଼ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦକୁ ସମର୍ଥନ କରୁଛି ଜିଲ୍ଲା କୃଷକ ସଂଘ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଆଜି…

ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ଶହ ଶହ ପଶୁପକ୍ଷୀ ବଳି

ବଲାଙ୍ଗୀର: ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ । ଆଜି ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ କୁଳିତାପଡା ପଞ୍ଚାୟତର ପାଳିତ ହେଉଛି ଶୁଲିଆ ମହୋତ୍ସବ । ପଶୁପକ୍ଷୀଙ୍କ ବଳିରେ ରକ୍ତାକ୍ତ ହେବ ଗାଁ ରାସ୍ତା । ଏଥିପାଇଁ ଖଇରଗୁରା ଗାଁର ବଡ଼ଖଳା ଓ କୁମୁରିଆ ଗାଁର…

ଭାଷା ଭାଗବତ : ପାରସ୍ପରିକ ସହଯୋଗ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ବିଦ୍ୟାକୁ କରିଲେ ବିବାଦ ବ୍ୟକ୍ତିକୁ ମିଳେ ଅପବାଦ ହେଲେ କଳହପରାୟଣ ଜ୍ଞାନୀଂକ ମାନ ହୁଏ ନ୍ୟୂନ ଯେ ହୁଏ ସ୍ବଭାବେ କଳିହା ଖୋଜିପାଏନି ସିଧା ରାହା କାନେ ଶୁଭିଲେ ' ଆହା ଆହା ' ତା ମନ ବୁଝେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ଶ୍ରୀଜଗନ୍ନାଥଙ୍କ ସେବକ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ପୂଜକଟିଏ ବା ସେବକ ଟିଏ ହେବା ଅତ୍ୟନ୍ତ ଦୁର୍ଲ୍ଲଭ ଓ ସୌଭାଗ୍ୟର କଥା।।କାରଣ ଏ ଜଗତରେ ମଣିଷ ଜନ୍ମ ଯେପରି ଦୁର୍ଲ୍ଲଭ ଓ ଅନେକ ଜନ୍ମର ତପ ବଳରେ ମିଳିଥାଏ। ପ୍ରଥମେ…

ପ୍ରସବ ଯନ୍ତ୍ରଣା କମାଇବା ପାଇଁ ପତ୍ନୀ ଗାଇଲେ ଭଜନ ଆଉ ପତି ବଜାଇଲେ ଗୀଟାର

ନୂଆଦିଲ୍ଲୀ: ଆମେରିକାର ସିଏଟେଲରେ ଜଣେ ମହିଳା ତାଙ୍କ ପ୍ରସବ ଯନ୍ତ୍ରଣା କମାଇବା ପାଇଁ ଅଭିନବ ଉପାୟ ବାହାର କରିଥିଲେ । ଯାହା କି ଚର୍ଚ୍ଚାର କାରଣ ସାଜିଛି । ନ୍ୟୁୟର୍କ ଟାଇମ୍ସରେ ପ୍ରକାଶିତ ଖବର ଅନୁସାରେ ଯନ୍ତ୍ରଣା ଅସହ୍ୟ ହେବାରୁ ୩୧ ବର୍ଷୀୟା ବିଫି ହେଲ ଭଜନ ଗାଇବା ଆରମ୍ଭ କରିଥିଲେ । ସେ…

ଜୀବିତ ଥାଇ ନିଜର କ୍ରିୟା କର୍ମ କଲେ ୭୦ ବର୍ଷୀୟ ବୃଦ୍ଧ

ଏଟା: ଉତରପ୍ରଦେଶର ଏଟା ଜିଲ୍ଲାରେ ଏକ ଅଦ୍ଭୁତପୂର୍ବ ଘଟଣା ଦେଖିବାକୁ ମିଳିଛି । ଏଠାରେ ଜଣେ ୭୦ ବର୍ଷୀୟ ବୃ୍‌ଦ୍ଧ ଜୀବିତ ଥିବା ସତ୍ୱେ ନିଜର ମୃତ୍ୟୁପରର ସମସ୍ତ କ୍ରିୟା କର୍ମ କରିଛନ୍ତି । ହାକିମ ସିଂ ନାମକ ଏହି ବୃଦ୍ଧ ଗ୍ରାମବାସୀଙ୍କୁ ଦଶାହ ଓ ଏକାଦଶହ ଭୋଜି ମଧ୍ୟ ପ୍ରଦାନ କରିଛନ୍ତି ।…