ପ୍ରଥମ ଥର ପାଇଁ ଦ୍ରୁତ ଗତିରେ ହ୍ରାସ ପାଇଲା ଭାରତୀୟ ମୁଦ୍ରାର ମୂଲ୍ୟ, ଡଲାର ତୁଳନାରେ ୯୦କୁ ଖସିଲା ଟଙ୍କା
ନୂଆଦିଲ୍ଲୀ: ଆଜି (ବୁଧବାର) ଭାରତୀୟ ମୁଦ୍ରା 'ଟଙ୍କା'ର ମୂଲ୍ୟ ଦ୍ରୁତ ଗତିରେ ହ୍ରାସ ପାଇଛି। ପ୍ରଥମ ଥର ପାଇଁ ଡଲାର ତୁଳନାରେ ୯୦ସ୍ତର ଅତିକ୍ରମ କରିଛି ଟଙ୍କା। ପ୍ରଥମ ଥର ପାଇଁ ଦ୍ରୁତ ଗତିରେ ହ୍ରାସ ପାଇଲା ଭାରତୀୟ ମୁଦ୍ରାର ମୂଲ୍ୟ।
ଆମେରିକୀୟ ଡଲାର ତୁଳନାରେ ମୁଦ୍ରା ଆଜି ମଧ୍ୟାହ୍ନ ୧୨…