ନିଶାମୁକ୍ତି ପାଇଁ ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ସ୍ଵେଚ୍ଛାସେବୀ ସଂଗଠନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ
ଭୁବନେଶ୍ଵର: ନିଶାମୁକ୍ତି ନିମନ୍ତେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପଦକ୍ଷେପ ସୁଦୃଢ଼ କରିଛି । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, କଟକ ଓ ବ୍ରହ୍ମପୁରରେ କାର୍ଯ୍ୟରତ ୫ଟି ସ୍ଵେଚ୍ଛାସେବୀ ସଂଗଠନ ନିଶାମୁକ୍ତି ନିମନ୍ତେ କାର୍ଯ୍ୟକ୍ରମକୁ ବ୍ୟାପକ କରିବେ । ନିଶା ନିବାରଣ…