Latest Odisha News

BREAKING NEWS

କବିତା : ପଖାଳ ବନାମ ମଦ

ଡଃ.କୁଳାଙ୍ଗାର ବିଶ୍ବର ଶ୍ରେଷ୍ଠ ଦେଶ ଅଟଇ ଉତ୍କଳ, ଜଗତର ଶ୍ରେଷ୍ଠଖାଦ୍ୟ ଅଟଇ ପଖାଳ ! ବିଦେଶୀଏ ମଦପିଇ କରନ୍ତି ବାନ୍ତି, ଓଡ଼ିଆଏ ପଖାଳ ଖାଇଦେଲେ ଶାନ୍ତି! ମଦ ସହ ପଖାଳର ସାମଞ୍ଜସ୍ୟ ଅଛି, ସେଥିପାଇଁ ଓଡ଼ିଆ ତା ନିଶାରେ ପଡିଛି! ପେଗ୍ ପ୍ରସ୍ତୁତ ଯେଵେ ମଦରେ ପାଣିଢାଳ,…

ଘରେ ପଶି ଦୁଇ ଭାଇଙ୍କୁ ହତ୍ୟାକଲା ଦୁର୍ବୃତ୍ତ, ପୋଲିସ ଏନକାଉଣ୍ଟରରେ ଅଭିଯୁକ୍ତ ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ବଦାଉନରେ ଏନକାଉଣ୍ଟର । ଦୁଇ ନାବାଳକଙ୍କୁ ହତ୍ୟା କରିବା ପରେ ଏବେ ପୋଲିସ ଏନକାଣ୍ଟରରେ ଅଭିଯୁକ୍ତର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ତେବେ ପୁରୁଣା ବିବାଦକୁ ନେଇ ଏଭଳି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ଖବର ଅନୁସାରେ, ଅଭିଯୁକ୍ତ ସାଜିଦ ଓ ମୃତ ନାବାଳକଙ୍କ ବାପା…

ମେ’ ୨୬ରେ ହେବନି ୟୁପିଏସସି ପ୍ରିଲିମନାରୀ ପରୀକ୍ଷା

ନୂଆଦିଲ୍ଲୀ: ଘୁଞ୍ଚିଲା ୟୁପିଏସସି ସିଭିଲ୍ ସର୍ଭିସ୍ ପରୀକ୍ଷା । ମେ ୨୬ରେ ହେବାକୁ ଥିବା ପ୍ରିଲିମନାରୀ ଟେଷ୍ଟ କୁ ଜୁନ୍ ୧୬ ତାରିଖକୁ ଘୁଞ୍ଚାଇ ଦିଆଯାଇଛି । ଏନେଇ ୟୁନିଅନ ପବ୍ଲିକ ସର୍ଭିସ କମିଶନ ସୂଚନା ଦେଇଛି । ସୂଚନା ମୁତାବକ, ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ୟୁପିଏସସି ସିଭିଲ୍…

କୋରାପୁଟ ସଂସଦୀୟ କ୍ଷେତ୍ରକୁ ନେଇ ନବୀନ ନିବାସରେ ସମୀକ୍ଷା ବୈଠକ

ଭୁବନେଶ୍ୱର: ପ୍ରଥମେ ପୁରୀ, କେନ୍ଦ୍ରାପଡା ସଂସଦୀୟ କ୍ଷେତ୍ର ପରେ ଏବେ କୋରାପୁଟ ଲୋକସଭା ସଂସଦୀୟ କ୍ଷେତ୍ର ଲାଗି ବିଜେଡିର ସମୀକ୍ଷା ବୈଠକ । ନବୀନ ନିବାସରେ କୋରାପୁଟ ନେତାଙ୍କୁ ନେଇ ଆରମ୍ଭ ହୋଇଛି ଆଲୋଚନା । ପର୍ଯ୍ୟବେକ୍ଷକଙ୍କ ସହ ବିଧାୟକ ଓ ଆଶାୟୀ ନେତାଙ୍କୁ ନେଇ ଆଲୋଚନା କରୁଛନ୍ତି…

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ: ୨୦୨୪ ଲୋକସଭା ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେଉଛି ନାମାଙ୍କନ ଦାଖଲ । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ଟି ରାଜ୍ୟର ୧୦୨ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ୧୦୨ଟି ଆସନ ଭିତରେ ତାମିଲନାଡୁର…

ପାରାଦୀପରେ ସମୁଦ୍ରରେ ଦୁଇ ଦିନିଆ ମିଳିତ ସମରାଭ୍ୟାସ ‘ସାଗର କବଚ-୧’ ଆରମ୍ଭ

ପାରାଦୀପ: ଆଜି ପାରାଦୀପରେ ଆରମ୍ଭ ହୋଇଛି ସମରାଭ୍ୟାସ ‘ସାଗର କବଚ-୧’ । ଭାରତୀୟ ନୌସେନା, ତଟରକ୍ଷା ବାହିନୀ, ସାମୁଦ୍ରିକ ପୋଲିସ, ମତ୍ସ୍ୟବିଭାଗ ଓ ଗୁଇନ୍ଦା ବିଭାଗ ପରି ଏକାଧିକ ବିଭାଗ ମିଳିତ ଭାବରେ ଏହି ସମରାଭ୍ୟାସରେ ସାମିଲ ହୋଇଛନ୍ତି । ଏହି ସମରାଭ୍ୟାସ ଦୁଇ ଦିନ ଧରି ଚାଲିବ ।…

ସରିଲା ୯୦ ପ୍ରତିଶତ କାମ, ସଂପୂର୍ଣ୍ଣ ସୁରକ୍ଷିତ ଏବେ ଶ୍ରୀମନ୍ଦିର ନାଟମଣ୍ଡପ: ଏଏସଆଇ

ପୁରୀ: ଏବେ ସୁରକ୍ଷିତ ଶ୍ରୀମନ୍ଦିର ନାଟମଣ୍ଡପ । ଆଉ ନାହିଁ ଶ୍ରୀମନ୍ଦିର ନାଟମଣ୍ଡପ ଭାଙ୍ଗିବାର ଭୟ । ଏଏସଆଇ ସୁପରିଟେଣ୍ଡଣ୍ଟଙ୍କ ନାଟମଣ୍ଡପ ବିମରେ ଫାଟର ମରାମତି କାର୍ଯ୍ୟ ୯୦ ପ୍ରତିଶତ ଶେଷ ହୋଇଛି । ଆଉ ଅବଶିଷ୍ଟ ମରାମତି କାର୍ଯ୍ୟ ରଥଯାତ୍ରାରେ ଶେଷ ହେବା ନେଇ କୁହାଯାଇଛି । ଯାହା ଏବେ…

ଭାଷା ଭାଗବତ : ଅତୁଳନୀୟା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ନାରୀ ମାତ୍ରେ ଅତୁଳନୀୟା ଲୋଡ଼େନାହିଁ କାହାରି ଦୟା ନିଜେ ଜନ୍ମି, ଜନ୍ମାଏ ଜୀବ ତାକୁ କିଏ ଟପିପାରିବ ? ମୂଳତଃ ଅଟେ ସେ ଅନନ୍ୟା ଶୁଦ୍ଧ ପ୍ରୀତିର ଧୀର ବନ୍ୟା ତା'ର କଷ୍ଟସହିଷ୍ଣୁ ଗୁଣ ତା…

ରାଜ୍ୟରେ ପ୍ରବଳ ବର୍ଷା ଜାରି, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ଟ୍ବିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ରାଜ୍ୟ ତମାମ ବର୍ଷା ସହ ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି । କଟକ ସହରର ବିଭିନ୍ନ ସ୍ଥାନ ଜଳମଗ୍ନ ହୋଇଛି । ଗଞ୍ଜାମ, ଗଜପତି, ରାୟଗଡା,…

ଝାରପଡ଼ା ଜେଲରେ ରେଡ୍, ୬ ଜଣ ଏସିପି ସାମିଲ

ଭୁବନେଶ୍ବର: ଗତକାଲି ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ପରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି । ଡିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଞ୍ଚି ଏହି ରେଡ୍ କରିଛନ୍ତି । ଜେଲର ପ୍ରତ୍ୟେକ ସେଲ୍ ଓ ଓ୍ବାର୍ଡରେ ଛାନଭିନ କରାଯାଉଛି । ଡିସିପିଙ୍କ ସମେତ…