ଗୋଲ୍ଡେନ ବାବାର ୧କୋଟି ୫୩ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ୍ କଲା ଇଡି
ଭୁବନେଶ୍ବର: ଜ୍ୟୋତିରଞ୍ଜନ ବେଉରା ଓରଫ ଗୋଲ୍ଡେନ୍ ବାବାଙ୍କର ୧ କୋଟି ୫୩ ଲକ୍ଷ ଟଙ୍କାର ସମ୍ପତ୍ତି ଆଟାଚ କରିଛି ଇଡି। ଏଥିରେ ରହିଛି ତା ଘର , ଗାଡ଼ି ଓ ବ୍ୟାଙ୍କ ଆକାଉଣ୍ଟ। କମ ସୁଧରେ ଋଣ ଦେବାର ପ୍ରଲୋଭନ ଦେଖାଇ ବ୍ୟବସାୟୀଙ୍କୁ ଠକୁଥିଲା। ସେମାନଙ୍କ ଠାରୁ କୋଟି କୋଟି ଟଙ୍କା ହଡପ କରିଛି।…