ଝାରପଡ଼ା ଜେଲରେ ରେଡ୍, ୬ ଜଣ ଏସିପି ସାମିଲ
ଭୁବନେଶ୍ବର: ଗତକାଲି ଝାରପଡ଼ା ଜେଲରେ ଗ୍ୟାଙ୍ଗୱାର ପରେ ଆଜି କମିଶନରେଟ୍ ପୁଲିସ ପକ୍ଷରୁ ରେଡ୍ କରାଯାଇଛି । ଡିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଜେଲରେ ପହଞ୍ଚି ଏହି ରେଡ୍ କରିଛନ୍ତି ।
ଜେଲର ପ୍ରତ୍ୟେକ ସେଲ୍ ଓ ଓ୍ବାର୍ଡରେ ଛାନଭିନ କରାଯାଉଛି । ଡିସିପିଙ୍କ ସମେତ…