ଗଣତନ୍ତ୍ରର ହତ୍ୟା ହୋଇଛି, କାହିଁକି ଏଭଳି କହିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି
ନୂଆଦିଲ୍ଲୀ: ଚଣ୍ଡିଗଡ଼ ମେୟର ନିର୍ବାଚନରେ ବାଲାଟ ପେପରକୁ ଟାମ୍ପରିଂ ଅଭିଯୋଗ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ସୋମବାର ଏହି ମାମଲାର ଶୁଣାଣି ବେଳେ ଶୀର୍ଷ ଅଦାଲତ କହିଛନ୍ତି ଯେ ଏହା ସ୍ପଷ୍ଟ ଯେ ନିର୍ବାଚନ ଅଧିକାରୀ ବାଲାଟ ପେପରରେ ଜାଲିଆତି କରିଛନ୍ତି।…