Narsingh Mishra:ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ନେତା ନରସିଂହ ମିଶ୍ର…ଦେଲେ ଦାବିପତ୍ର
ବଲାଙ୍ଗୀର: ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଭେଟିଲେ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର । ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ ସର୍କିଟ ହାଉସଠାରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି । ସର୍କିଟ…