ଖୁବ୍ ଶିଘ୍ର ବିବାହ ବନ୍ଧନରେ ବାନ୍ଧି ହେବେ ବିଜୟ ଦେବରକୋଣ୍ଡା ଓ ରଶ୍ମିକା ମନ୍ଦାନା, ଫେବୃଆରୀରେ ନିର୍ବନ୍ଧ
ମୁମ୍ବାଇ: ସାଉଥ ଫିଲ୍ମରୁ ବଲିଉଡ ପର୍ଯ୍ୟନ୍ତ ନିଜର ଅଭିନୟର ଦକ୍ଷତା ଦେଖାଇ ସାରିଥିବା ରଶ୍ମିକା ମନ୍ଦାନା ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଏବା ଚର୍ଚ୍ଚାକୁ ଆସିଛନ୍ତି। ରଶ୍ମିକା ମନ୍ଦାନାଙ୍କ ନାମ ଦୀର୍ଘ ଦିନ ଧରି ସାଉଥ ଷ୍ଟାର ବିଜୟ ଦେବରାକୋଣ୍ଡାଙ୍କ ସହ ଜଡିତ ଥିଲା। ଉଭୟଙ୍କୁ ଅନେକ ଥର ଏକାଠି…