ଆସୁଛି ଆଉ ଏକ ଲଘୁଚାପ : ଆଜି ଓ କାଲି ରାଜ୍ୟରେ ପ୍ରବଳ ବର୍ଷିବ !
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏସବୁ ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଅନୁଗୁଳ, କୋରାପୁଟ , ରାୟଗଡ଼ା ଓ…