ଘୋଷଣା ହେବ କି ବିଜେଡିର ପାର୍ଥୀ ତାଲିକ! ନବୀନ ନିବାସରେ ଚାଲିଛି ଗୁରୁତ୍ଵପୁର୍ଣ୍ଣ ବୈଠକ
ଭୁବେନଶ୍ଵର: ବାଜି ସାରିଛି ବିଗୁଲ୍ । ଘୋଷଣା ସରିଛି ସାଧାରଣ ନିର୍ବାଚନ ତାରିଖ । ଏବେ ସବୁ ଦଳ ନିଜ ପାର୍ଥୀ ତାଲିକା ପ୍ରସ୍ତୁତ କରିବାରେ ବ୍ୟସ୍ତ । ଏହାରି ଭିତରେ ଘୋଷଣା ହେବ କି ବିଜେଡିର ପାର୍ଥୀ ତାଲିକା । ନବୀନ ନିବାସରେ ଚାଲିଛି ଗୁରୁତ୍ଵପୁର୍ଣ୍ଣ ବୈଠକ । ପୁରୀ ସଂସଦୀୟ କ୍ଷେତ୍ରର…