ଜଟଣୀରୁ ୪୧ ଗ୍ରାମ ଓଜନର ବ୍ରାଉନସୁଗାର ଜବତ, ୨ ଗିରଫ
ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀରୁ ବ୍ରାଉନସୁଗାର ଜବତ । ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଉଭୟଙ୍କ ନିକଟରୁ ୪୧ ଗ୍ରାମ ଓଜନର ବ୍ରାଉନ ସୁଗାର ଏବଂ ୪ ହଜାର ୩୭୦ ଟଙ୍କା ଜବତ ହୋଇଛି ।
ଖବର ମୁତାବକ, ବେଆଇନ ବ୍ରାଉନସୁଗାର ବିକ୍ରୟ ଅଭିଯୋଗରେ ଜଟଣୀ ଥାନାଧିକାରୀଙ୍କ ନିର୍ଦ୍ଦେଶକ୍ରମେ…