ଜ୍ୟାକି ଚାନଙ୍କ ଲୁକ ଦେଖି ପ୍ରଶଂସକ ସ୍ତବ୍ଧ
ମୁମ୍ବାଇ: ୮୦ ରୁ ୯୦ ଦଶକ ମଧ୍ୟରେ ଆକ୍ସନ ଫିଲ୍ମକୁ କମିକ ଶୈଳୀରେ ଅଭିନୟ କରି ଜ୍ୟାକି ଚାନ ସାରା ବିଶ୍ୱରେ ଲୋକପ୍ରିୟ ହୋଇଥିଲେ । ତାଙ୍କ ଫିଲ୍ମର ଅଧିକାଂଶ ଫାଇଟ ଦୃଶ୍ୟ ସେ ନିଜେ ନିର୍ଦ୍ଦେଶନା ଦେଇଥାନ୍ତି । ନୂତନ ଶୈଳୀରେ ତାଙ୍କ ଆକ୍ସନ ଦୃଶ୍ୟକୁ ଦର୍ଶକମାନେ ଭଲ ପାଉଥିଲେ । ଦୀର୍ଘ ଦିନ ପରେ…