ଓଡିଶା ରାଜସ୍ଵ ଅମଲା ସଂଘର ଦାବି ପୂରଣ କଲେ ରାଜ୍ୟ ସରକାର
ଭୁବନେଶ୍ଵର: ଓଡ଼ିଶା ରାଜସ୍ବ ଅମଲା ସଂଘର ୨୦୧୭ ମସିହା ଠାରୁ ବହୁ ପ୍ରତୀକ୍ଷିତ ପୃଥକ ପାହ୍ୟା (Separate Cadre)ଦାବି ଆଜି ରାଜ୍ଯ ସରକାର ପୂରଣ କରିଛନ୍ତି । ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା ୬୯୮ ତା ୦୬.୦ ୧.୨୦୨୪ ରିଖରେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି l…