ବଢ଼ିଲା ସମିତି ସଭ୍ୟଙ୍କ ଦରମା
ଭୁବନେଶ୍ୱର: ରାଜ୍ୟ ସରକାର ପଞ୍ଚାୟତ ସମିତି ସଭ୍ୟ ଓ ଉପାଧ୍ୟକ୍ଷଙ୍କ ଦରମା ବଢ଼ାଇଛନ୍ତି । ୭୫୦୦ ରୁ ୯୫୦୦ ଟଙ୍କାକୁ ଦରମା ବୃଦ୍ଧି କରିଛନ୍ତି । ଆସନ୍ତା ଏପ୍ରିଲ ୧ ତାରିଖରୁ ବର୍ଦ୍ଧିତ ଦରମା ଲାଗୁ ହେବ ।
ଗତକାଲି ଦରମା ବୃଦ୍ଧି ଦାବିରେ ପଞ୍ଚାୟତ ସମିତି ସଭ୍ୟ ରାଜଧାନୀ ଭୁବନେଶ୍ୱରରେ…