Latest Odisha News

BREAKING NEWS

ସାଧାରଣ ନିର୍ବାଚନ ତାରିଖ ଘୋଷିତ, ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ନିର୍ବାଚନ

ଭୁବନେଶ୍ୱର: ବାଜିଲା ନିର୍ବାଚନ ବିଗୁଲ । ଆରମ୍ଭ ହେଲା କାଉଣ୍ଟ ଡାଉନ। ଦେଶରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ପ୍ରଥମ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହେବ । ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ। ରାଜ୍ୟରେ ମେ ୧୩, ମେ ୨୦, ମେ ୨୫…

ମାମଲା ଥିଲେ ବିଜ୍ଞାପନ ଜରିଆରେ ଜଣାଇବେ: ସିଇସି ରାଜୀବ କୁମାର

ନୂଆଦିଲ୍ଲୀ: ଅପରାଧିକ ମାମଲା ଥିଲେ ପ୍ରାର୍ଥୀ  ବିଜ୍ଞାପନ ଜରିଆରେ  ଜଣାଇବେ । ଖବର କାଗଜ ଓ ଟିଭିରେ ୩ ଥର ନିଜ ଅପରାଧ ବିବରଣୀ ଦେବେ ବୋଲି ଆଜି ମୁଖ୍ୟ ନିର୍ବାଚନ କମିଶନର  ରାଜୀବ କୁମାର କହିଛନ୍ତି । ସେ କହିଛନ୍ତି,‘‘ ରାଜନୈତିକ ଦଳ  ବି ଏନେଇ ବିସ୍ତୁତ ସୂଚନା ପ୍ରଦାନ କରିବେ ।…

କଂଗ୍ରେସର ନିର୍ବାଚନୀ ଇସ୍ତାହାର: ୫ ବର୍ଷ ମଧ୍ୟରେ କୃଷକ ପରିବାରର ଆୟ ଦ୍ୱିଗୁଣିତ

ଭୁବନେଶ୍ୱର: ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗତକାଲି ସଶକ୍ତ ଓ ବିକାଶାଭୁମୁଖି ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ଏଥିରେ ସବୁବର୍ଗଙ୍କ ବିକାଶ ପାଇଁ ସଂକଳ୍ପ ନିଆଯାଇଛି । ଏହାକୁ ରାଜ୍ୟବାସୀ ଗ୍ରହଣ କରିବା ସହ ଲକ୍ଷ ଲକ୍ଷ ଲୋକଙ୍କର…

ନୀତିଶ ସରକାରଙ୍କ ପଦବୀ ବଣ୍ଟା, ଜାଣନ୍ତୁ କାହାକୁ ମିଳିଲା କେଉଁ ମନ୍ତ୍ରଣାଳୟ

ପାଟନା: ଗତକାଲି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ତାଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରିଛନ୍ତି । ଏହି ମନ୍ତ୍ରୀମଣ୍ଡଳରେ ୨୧ଜଣ ଜଣ ନୂତନ ମନ୍ତ୍ରୀଙ୍କୁ ସାମିଲ କରାଯାଇଛି । ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ବନାଥ ଆର୍ଲେକର ବିଜେପିର ୧୨ ଜଣ ଏବଂ…

ବାଜିଲା ନିର୍ବାଚନ ବିଗୁଲ, ହେଲା ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ: ବାଜିଲା ନିର୍ବାଚନ ବିଗୁଲ । ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ । ଲୋକସଭା ନିର୍ବାଚନର ତାରିଖ ଘୋଷଣା କରିବା ସହିତ ନିର୍ବାଚନ ଆୟୋଗ ଆନ୍ଧ୍ରପ୍ରଦେଶ, ଓଡିଶା, ଅରୁଣାଚଳ ପ୍ରଦେଶରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ମଧ୍ୟ ଘୋଷଣା କରିଛନ୍ତି…

ବିଜେଡିକୁ ବିଜେପି କବଜା କରି ନେଇଛି : ଆମ ଆଦମୀ ପାର୍ଟି

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ଏକ ପରିବର୍ତ୍ତନର ସଙ୍କେତ ମିଳୁଛି।  ବିଜେପି-ବିଜେଡି ମେଣ୍ଟ ହେବ ବୋଲି ଚର୍ଚ୍ଚା ହେଉଛି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ଦୁଃଖ ପ୍ରକାଶ ପାଇଛି । ଲୋକେ କହୁଛନ୍ତି ବିଜେଡିକୁ ବିଜେପି ଦଳ କବଜା କରି ନେଇଛି ବୋଲି ଆଜି ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟସଭା…

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ବିଜେପିକୁ ବଡ ଝଟକା, ଦଳ ଛାଡିଲେ ଅଜୟ ପ୍ରତାପ ସିଂ

ଭୋପାଲ: ଲୋକସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମଧ୍ୟପ୍ରଦେଶରେ ବିଜେପିକୁ ଲାଗିଲା ଏକ ବଡ଼ ଝଟକା । ଦଳରୁ ଇସ୍ତଫା ଦେଲେ ରାଜ୍ୟସଭା ସାଂସଦ ଅଜୟ ପ୍ରତାପ ସିଂ । ଶୁଣିବାକୁ ମିଳୁଛି ଯେ, ଲୋକସଭା ଟିକେଟ୍ ନ ପାଇବାରୁ ସିଂ ଦଳ ଛାଡିଛନ୍ତି । ଅଜୟ ପ୍ରତାପ ସିଂ ବର୍ତ୍ତମାନ ସ୍ୱାଧୀନ ଭାବରେ…

ରାଜ ବବ୍ବରଙ୍କ ଦଳ ବଦଳକୁ ନେଇ ଚର୍ଚ୍ଚା, ଝିଅ କଲେ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: କିଛି ସମୟ ପରେ ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ । ହେଲେ କଂଗ୍ରେସ ପାର୍ଟିର ସମସ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଦଳର ଅନେକ ନେତା ଅସନ୍ତୁଷ୍ଟ ହୋଇ ଦଳ ଛାଡ଼ୁଥିବା ବେଳେ ଶାସକ ଦଳକୁ ଟକ୍କର ଦେଇ ଗଢ଼ିଥିବା ଇଣ୍ଡିଆ ମେଣ୍ଟରେ ମଧ୍ୟ ଫାଟ ସୃଷ୍ଟି ହୋଇଛି । ଏବେ…

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି । ସେହି ଅଞ୍ଚଳରେ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜି, ନାଲକୋ ରିସର୍ଚ୍ଚ  ଆଣ୍ଡ ଟେକନୋଲୋଜି, ବିର୍ଲା ଗ୍ଲୋବାଲ ୟୁନିଭରସିଟି, ଜିଆଇଇଟି…

ମାଓ କ୍ୟାମ୍ପରେ ଚଢ଼ାଉ, ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ

କଳାହାଣ୍ଡି: ମାଓ କ୍ୟାମ୍ପ ଉପରେ ପୋଲିସର ଚଢ଼ାଉ । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ । ସଦର ଥାନା ଅନ୍ତର୍ଗତ ମନସ୍କା ଗାଁ ନିକଟରେ ଥିବା ଗୁଣ୍ଡୁରୀ ସଂରକ୍ଷିତ ଜଙ୍ଗଲ ଏବଂ ଯୁଗସାଇପାଟଣା ରେ ମାଓ ଗତିବିଧି ଥିବା ସୂଚନା ମିଳିଥିଲା । ଏହା ପରେ ଏସପି ଅଭିଳାଷ ଜି ଏବଂ ସିଆାରପିଏଫ…