ଭୁବନେଶ୍ୱର ବିମାନବନ୍ଦରରୁ ୩ କୋଟି ଟଙ୍କାର ମାରିଜୁଆନା ଜବତ, ଜଣେ ଗିରଫ
ଭୁବନେଶ୍ବର: ପୁଣି ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନ ଜବତ ହୋଇଛି । ଲଗେଜ ବ୍ୟାଗ୍ରୁ ଚେକିଂ ବେଳେ ୩.୨ କିଲୋ ମାରିଜୁଆନା ମିଳିଛି । ଯାହାର ଆନୁମାନିକ ମୂଲ୍ୟ ୩ କୋଟି ଟଙ୍କାରୁ ଅଧିକ ହେବ ବୋଲି କୁହାଯାଉଛି । ଏହି ମାମଲାରେ କଷ୍ଟମ ବିଭାଗ ଭୁବନେଶ୍ୱର ବିମାନବନ୍ଦରରୁ ଜଣକୁ ଉଠାଇ ନେଇ…