ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର ! ଏଣିକି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ
ଭୁବନେଶ୍ୱର: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଏଣିତି ରାତିରେ ବି ଖୋଲା ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ। ଆଗକୁ ପର୍ଯ୍ୟଟକମାନେ ଦିନରେ ବୁଲିବା ସହ ରାତିରେ ବି ବୁଲି ପାରିବେ। ସେଣ୍ଟ୍ରାଲ ଜୁ’ ଅଥରିଟିରେ ଦାଖଲ କରାଯାଇଥିବା ମାଷ୍ଟର ପ୍ଲାନରେ ରହିଛି ଏହି ନୂଆ ବ୍ୟବସ୍ଥା।
ଏବେ ସନ୍ଧ୍ୟା…