Latest Odisha News

BREAKING NEWS

ପଦ୍ମ ଧରିଲେ ପୂର୍ବତନ ଗୁଣୁପୁର ବିଧାୟକ ତ୍ରୀନାଥ ଗମାଙ୍ଗୋ

ଭୁବନେଶ୍ବର: ପଦ୍ମ ଧରିଲେ ତ୍ରୀନାଥ ଗମାଙ୍ଗୋ । ଆଜି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗଦେଲେ ପୂର୍ବତନ ଗୁଣୁପୁରୁ ବିଧାୟକ ତ୍ରୀନାଥ ଗମାଙ୍ଗୋ । ସେ ଆଜି ଦଳୀୟ ପାର୍ଟି ଅଫିସରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ ବରିଷ୍ଠ ନେତା ପ୍ରଦୀପ ପାଣିଗ୍ରାହୀଙ୍କ ଉପସ୍ଥିତିରେ ଯୋଗଦେଇଛନ୍ତି…

ଇଡି ପକ୍ଷରୁ ୮ଥର ସମନକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଇଡିର ଅଭିଯୋଗ ପରେ ରାଉଜ ଏଭିନ୍ୟୁ କୋର୍ଟ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଆଯାଇଥିବା ସମନକୁ ସେଶନ କୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି । ଏହି ମାମଲରେ ଆଜି ଶୁଣାଣି ହୋଇଥିଲା ।ଶୁଣାଣି ସମୟରେ ଅରବିନ୍ଦ…

ଶ୍ରଦ୍ଧା ୱାକର ହତ୍ୟା ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ, ଅଭିଯୁକ୍ତକୁ ଦିନକୁ ୮ଘଣ୍ଟା କରାଯିବ ଅନଲକ୍

ନୂଆଦିଲ୍ଲୀ: ବହୁଚର୍ଚ୍ଚିତ ଦିଲ୍ଲୀର ହାଇପ୍ରୋଫାଇଲ ଶ୍ରଦ୍ଧା ୱାକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଅଫତାବ ପୁନାୱାଲାକୁ ଅନ୍ୟ କଏଦିଙ୍କ ପରି ଅନଲକ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମାନ୍ୟବର ଦିଲ୍ଲୀ ହାଇକୋର୍ଟ । ଅନ୍ୟ କଏଦୀମାନଙ୍କ ପରି ଅଫତାବ ପୁନାୱାଲାକୁ ଦିନକୁ ୮ ଘଣ୍ଟା ଅନଲକ୍ କରିବାକୁ…

ଖୁବ ଶୀଘ୍ର ମୋଟା ହୋଇଯାଉଛନ୍ତି ଭାରତୀୟ ଲୋକେ, ଏହା ପଛର କାରଣ କହିଲା ‘ହୁ’

ନୂଆଦିଲ୍ଲୀ: ଆଜିକାଲି ଜୀବନଶୈଳୀ ଏତେ ବ୍ୟସ୍ତ ହୋଇପଡୁଛି ଯେ ଲୋକମାନେ ଶାରୀରିକ କାର୍ଯ୍ୟକଳାପ ପାଇଁ ସମୟ ପାଇପାରୁ ନାହାଁନ୍ତି, ଯେଉଁଥିପାଇଁ ସେମାନଙ୍କ ଶରୀରକୁ ସେସବୁର ସମସ୍ୟା ଉଠାଇବାକୁ ପଟେ । ଏହି କାରଣରୁ, ମେଦବହୁଳତା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି, ଯେଉଁଥିପାଇଁ ଅନେକ ଗମ୍ଭୀର…

ସିଏଏକୁ ବିରୋଧ କରିବାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଘର ବାହାରେ ବିକ୍ଷୋଭ, ରାଗିଗଲେ କେଜ୍ରିୱାଲ

ନୂଆଦିଲ୍ଲୀ: ଦେଶରେ ନାଗରିକ ସଂଶୋଧନ ଆଇନ ଲାଗୁ ହେବା ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିବା ସହ ଏହାକୁ ବିରୋଧ କରିଥିଲେ । ଏହି ଘଟଣାକୁ ନେଇ ପାକିସ୍ତାନ ଏବଂ ବାଂଲାଦେଶରୁ ଆସିଥିବା ଶରଣାର୍ଥୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାସଭବନ…

ଅମିତାଭ ବଚ୍ଚନ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ବଲିଉଡର ଜଣାଶୁଣା ଅଭିନେତା ଅମିତାଭ ବଚ୍ଚନଙ୍କୁ ମୁମ୍ବାଇର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କିଛି ସ୍ପଷ୍ଟ ହୋଇନାହିଁ। ୮୧ ବର୍ଷୀୟ ଅଭିନେତାଙ୍କୁ ଶୁକ୍ରବାର ସକାଳେ କୋକିଲାବେନ୍ ହସ୍ପିଟାଲ ନିଆଯାଇଥିଲା ଯେଉଁଠାରେ ନିକଟରେ ତାଙ୍କ…

ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଯୁବକ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ନିକଟରେ ଫୁଟିଲା ଗୁଳି । ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡରେ ୨ ଯୁବକ ଗୁରୁତର ହୋଇଛନ୍ତି । ସେମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଗୁରୁତର ହୋଇଥିବା ଦୁଇ ଯୁବକଙ୍କ ପରିଚୟ ଛତିଶଗଡ଼ ରାୟଗଡ଼ ଅଞ୍ଚଳର ସୁନୀଲ…

ଘର ଭିତରେ ଜଳିଗଲେ ମହିଳା, ସ୍ବାମୀ ଫେରାର

ବାଲେଶ୍ବର:  ବନ୍ଦ ଘରେ ଜଳିଗଲେ ମହିଳା । ଚିତ୍କାର ଶୁଣି ରକ୍ଷା କରିବାକୁ ଗାଁ ଲୋକ ପହଞ୍ଚିବା ବେଳକୁ ମହିଳା ଜଣଙ୍କର ମୃତ୍ୟୁ ହୋଇସାରିଥିଲା । ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ରସଲପୁର ଗାଁରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ଅର୍ଚ୍ଚନା ବେହେରା ।…

ଜବରଦଖଲ ଉଚ୍ଛେଦ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶନାମା, ଆଦେଶ ପାଳନ ନକଲେ ଲାଗିବ ଅଦାଲତ ଅବମାନନା

କଟକ: ସରକାରୀ ସମ୍ପତ୍ତିରୁ ଜବରଦଖଲ ଉଚ୍ଛେଦ ପାଇଁ ଓଡ଼ିଶା ହାଇକୋର୍ଟ ଓଡ଼ିଶାର କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କୁ ଏକ ବିସ୍ତୃତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ଗାଇଡଲାଇନକୁ ପାଳନ ନକଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯାଇପାରେ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି । ମୁଖ୍ୟ…

ନିର୍ବାଚନୀ ବଣ୍ଡ: ଆଞ୍ଚଳିକ ଦଳ ଭାବେ ବିଜେଡି ପାଇଛି ସର୍ବାଧିକ ଅନୁଦାନ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କ ନେତୃତ୍ବାଧୀନ ବିଜୁ ଜନତା ଦଳ ୨୦୧୬-୧୭ରୁ ୨୦୨୨-୨୩ ମଧ୍ୟରେ ନିର୍ବାଚନୀ ବଣ୍ଡ ଜରିଆରେ ୭୭୪ କୋଟି ଟଙ୍କା ପାଇ ଭାରତର ସବୁଠାରୁ ଧନୀ ଆଞ୍ଚଳିକ ରାଜନୈତିକ ଦଳ ଭାବେ ଉଭା ହୋଇଛି। ଏହି ସାତ ବର୍ଷ ମଧ୍ୟରେ ଦଳ ମୋଟ ୮୪୪.୬ କୋଟି ଟଙ୍କା ଚାନ୍ଦା ସଂଗ୍ରହ କରିଛି,…