ବାଜିବ ବିଗୁଲ୍, ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ
ନୂଆଦିଲ୍ଲୀ: ବାଜିବ ବିଗୁଲ, ଆସିବ ତାରିଖ । ଆସନ୍ତାକାଲି ଘୋଷଣା ହେବ ସାଧାରଣ ନିର୍ବାଚନ ତାରିଖ । ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା କରିବେ ନିର୍ବାଚନ କମିଶନର । ଆସନ୍ତାକାଲି ଅପରାହ୍ନ ୩ଟାରେ ଏକ ସାମ୍ବାଦିକ ସମ୍ମିଳନୀରେ ତାରିଖ ଘୋଷଣା କରିବେ ନିର୍ବାଚନ କମିସନର । ଏନେଇ…