ଅଭୟ ପାଠକ ଓ ପୁଅ ଆକାଶ ବିରୋଧରେ ୫ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ଭିଜିଲାନ୍ସ
ଭୁବନେଶ୍ୱର: ବଢ଼ିଲା ପୂର୍ବତନ ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକଙ୍କ ଅଡୁଆ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ବରଖାସ୍ତ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ବିରୋଧରେ ୫ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ ବିଭାଗ। ତାଙ୍କ ପୁଅ ଆକାଶ ପାଠକଙ୍କ ନାଁରେ ବି ଚାର୍ଜସିଟ ଦାଖଲ…