ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ‘ସମ୍ବିଧାନ ସମ୍ମତ’ ବୋଲି ଘୋଷଣା କରିବାକୁ ଆବେଦନ ଖାରଜ
ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଧାରା ୩୭୦ ଉଚ୍ଛେଦକୁ ସମ୍ବିଧାନ ସମ୍ମତ ବୋଲି ଘୋଷଣା କରିବା ପାଇଁ ହୋଇଥିବା ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।
ପ୍ରଧାନ ବିଚାରପତି ଡି.ଓ୍ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ…