ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ କରି ବନ୍ଧା ହେଲା ଯୁବକ
ଜୟପୁର; ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଗିରଫ କରିଛି ଜୟପୁର ମହିଳା ପୁଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ବୈପାରିଗୁଡା ଥାନା ଅନ୍ତର୍ଗତ ଡଙ୍ଗାଯୋଡି ବି. ବି ଗୋଲୋରି (୨୪)।
ସୂଚନା ଅନୁସାରେ ଅଷ୍ଟମ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକା ବାସନ ସଫା କରୁଥିବା ବେଳେ…