ଆଠ ବର୍ଷ ପରେ ଭିଜିଲାନ୍ସ ହାତରେ ନିଲମ୍ବିତ ବିଡିଓ, କ’ଣ ଥିଲା ମାମଲା ପଢ଼ନ୍ତୁ ସମ୍ପୂର୍ଣ୍ଣ ରିପୋର୍ଟ
ଭୁବନେଶ୍ୱର: କୋରାପୁଟସ୍ଥିତ ନାରାୟଣପାଟଣାର ପୂର୍ବତନ ବ୍ଲକ୍ ଉନ୍ନୟନ ଅଧିକାରୀ (ବିଡିଓ) ରମେଶ ଚନ୍ଦ୍ର ସାହୁଙ୍କୁ ସୋମବାର ଦିଲ୍ଲୀରେ ଭିଜିଲାନ୍ସ ବିଭାଗ ଗିରଫ କରିଛି। ସାତୋଟି ଦୁର୍ନୀତି ମାମଲାରେ ସମ୍ପୃକ୍ତ ଥିବା ସହ ସାହୁ ଆଠ ବର୍ଷ ଧରି ଆଇନଗତ ପ୍ରକ୍ରିୟାକୁ ଏଡାଇବାକୁ ଯାଇ ଫେରାର ଥିଲେ।…