ଚନ୍ଦ୍ରରେ ପାଦ ରଖିବ ଚନ୍ଦ୍ରଯାନ-୩: ଲ୍ୟାଣ୍ଡିଂ ତାରିଖ ଓ ସମୟ ଘୋଷଣା କଲା ଇସ୍ରୋ
ନୂଆଦିଲ୍ଲୀ: ସମୟ ଯେତେ ପାଖଉଛି ଉତ୍କଣ୍ଠା ସେତେ ବଢୁଛି । ଭାରତର ତୃତୀୟ ମୁନ୍ ମିଶନ ଚନ୍ଦ୍ରଯାନ-୩ ସହ ଜଡ଼ିତ କୋଟି କୋଟି ଭାରତୀୟଙ୍କ ସ୍ଵପ୍ନ, ଆଶା ଓ ଆକାଂକ୍ଷା । ଚନ୍ଦ୍ରପୃଷ୍ଠରେ ଲ୍ୟାଣ୍ଡର ବିକ୍ରମ ସଫଳ ଅବତରଣ କଲେ ଇତିହାସ ରଚିବ ଭାରତ । ବିଶ୍ଵ ସମେତ ଦେଶବାସୀ ସେହି ଐତିହାସିକ…