Latest Odisha News

BREAKING NEWS

ବିଷ ପିଇ ଆତ୍ମହତ୍ୟା କଲେ ସ୍ତ୍ରୀ: ହତ୍ୟା ନା ଆତ୍ମହତ୍ୟା, କାରଣ ଖୋଜୁଛି ପୋଲିସ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ସାନବଦାଙ୍ଗି ଗାଁରେ ଅଭାବନୀୟ ଘଟଣା ଘଟିଛି  । ପାରିବାରିକ କଳହକୁ ନେଇ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି  । ମୃତକ ମହିଳା ଜଣକ ରିଙ୍କି ବେହେରା ବୋଲି ଜଣାପଡିଛି । ରିଙ୍କି ୫ ବର୍ଷ ତଳେ ରାଧାକାନ୍ତ ବେହେରାଙ୍କୁ ବିବାହ…

ପରିଚୟ ହଜାଉଛି ପାହାଡ଼ି ସିତାଫଳ, ଉଚିତ ମୂଲ୍ୟ ପାଉନଥିବାରୁ ହତାଶ ହେଉଛନ୍ତି ଆଦିବାସୀ

ରାୟଗଡା: ବଡ ବଡ ସହରରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ରାୟଗଡାର ପାହାଡି ସୀତାଫଳ । କଲିକତା, ବିଶାଖାପାଟଣା, ବେଙ୍ଗାଲୁରୁ ଓ ଚେନ୍ନାଇ ଭଳି ବଡ ବଡ ସହରରେ ଏହି ସୁସ୍ବାଦ ଫଳରୁ ଖୁବ୍ ଚାହିଦା ରହିଛି । ପ୍ରତିବର୍ଷ ଏହିଠାରୁ କ୍ବିଣ୍ଟାର କ୍ବିଣ୍ଟାଲ ସୀତାଫଳ ରାଜ୍ୟ ତଥା ରାଜ୍ୟ ବାହାରକୁ…

ଡେଙ୍ଗୁ ହଟସ୍ପଟ ପାଲଟିବ କି ପ୍ରିୟଦର୍ଶିନୀ ମାର୍କେଟ ! ୧୫ ବ୍ୟବସାୟୀ ଆକ୍ରାନ୍ତ, ୨ ମୃତ

ଭୁବନେଶ୍ବର: ରାଜଧାନୀରେ ବ୍ୟାପୁଛି ଡ଼େଙ୍ଗୁ ଆଉ ଯାଉଛି ଜୀବନ । ଭୁବନେଶ୍ୱର ପ୍ରିୟଦର୍ଶିନୀ ମାର୍କେଟ ଡ଼େଙ୍ଗୁର ହଟସ୍ପଟ ପାଲଟିପାରେ ବୋଲି ଆଶଙ୍କା କରାଯାଉଛି । ଗତ ୧୫ ଦିନରେ ୧୫ ଜଣ ବ୍ୟବସାୟୀ ଡ଼େଙ୍ଗୁରେ ଆକ୍ରାନ୍ତ ହୋଇଥିବାବେଳେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି । ଏଥିପାଇଁ…

ଆସନ୍ତୁ ଜାଣିବା ସାମନ୍ଥାଙ୍କ ନୂଆ ଆଗ୍ରହ ସମ୍ପର୍କରେ

ମୁମ୍ବାଇ: ସାଉଥର ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୂଙ୍କ ଖୁସୀ ରିଲିଜ ହେବାକୁ ଯାଉଛି । ଏଥିରେ ବିଜୟ ଦେବରକୋଣ୍ଡାଙ୍କ ସହ ସେ ଅଭିନୟ କରୁଛନ୍ତି । ଫିଲ୍ମର ଟ୍ରେଲରକୁ ପ୍ରଶଂସକମାନେ ବେଶ ପସନ୍ଦ କରିଛନ୍ତି । ସାମନ୍ଥା ଏବେ କିଛି ଦିନ ପାଇଁ ଫିଲ୍ମ ଶୁଟିଂରୁ ବ୍ରେକ ନେଇଛନ୍ତି । ସେ…

ସୂଚନା ଅଧିକାର କର୍ମୀ କହି ଠକେଇ ମାମଲା : ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନ ଗିରଫ

ଭୁବନେଶ୍ବର: ସୂଚନା ଅଧିକାର କର୍ମୀ କହି ଠକେଇ ମାମଲା  । ମାଷ୍ଟର ମାଇଣ୍ଡ କାହ୍ନୁ ଚରଣ ପ୍ରଧାନଙ୍କୁ ଗିରଫ କଲା ଏସଟିଏଫ୍ । କାହ୍ନୁ ଚରଣଙ୍କଠାରୁ ୪ କୋଟି ଟଙ୍କା ବ୍ୟାଙ୍କ ଖାତା ଜମା ଥିବା ନେଇ ତଥ୍ୟ ମିଳିଛି । କାହ୍ନୁଚରଣ ଆକାଉଣ୍ଟରେ କୋଟି କୋଟି ଟଙ୍କାର ଟ୍ରାଞ୍ଜାକ୍ସନ ହୋଇଛି ।…

ଅଖିଳେଶ ଯାଦବଙ୍କୁ ଭେଟିଲେ ସାଉଥ୍ ସୁପରଷ୍ଟାର ରଜନୀକାନ୍ତ

ଲକ୍ଷ୍ନୌ: ସାଉଥ୍ ସୁପରଷ୍ଟାର ରଜନୀକାନ୍ତ ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ସେ ଶନିବାର ସନ୍ଧ୍ୟାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭେଟିଛନ୍ତି। ରବିବାର ସକାଳେ ଅଭିନେତା ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବଙ୍କୁ ତାଙ୍କ ବାସଭବନସ୍ଥିତ ସାକ୍ଷାତ…

ଲୋକକଳା ମାଧ୍ୟମରେ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି

ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗର ମିଳିତ ପ୍ରୟାସରେ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ଜନସାଧାରଣରେ ସଚେତନତା ସୃଷ୍ଟି କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ ଗାଁରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସମଗ୍ର…

ଭୋପାଳରେ ଗୃହମନ୍ତ୍ରୀ ଅମିତ ଶାହ, ଜାରି କରିବେ ଶିବରାଜ ସରକାରଙ୍କ ‘ରିପୋର୍ଟ କାର୍ଡ’

ଭୋପାଳ: ଆଗକୁ ଅଛି ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ। ଏନେଇ ସମସ୍ତ ଦଳ ହେଉଛନ୍ତି ସଜବାଜ। ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ମଧ୍ୟପ୍ରଦେଶ ଗସ୍ତରେ ଅଛନ୍ତି। ଏଠାରେ ସେ ମଧ୍ୟପ୍ରଦେଶ ସରକାରଙ୍କ ‘ରିପୋର୍ଟ କାର୍ଡ’ ଜାରି କରିବା ସହ ଗ୍ୱାଲିୟରରେ ବିଜେପିର କାର୍ଯ୍ୟ ସମିତି ବୈଠକକୁ…

ଅଭୁଲା ଗୀତ : ବାରି ଝରେ

ଗାୟନ : ଉଦୟନାଥ ସାହୁ ସଙ୍ଗୀତ : କାଳୀଚରଣ ଉଦୟନାଥ ଗୀତ : କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ ଚଳଚ୍ଚିତ୍ର : ନାରୀ, ୧୯୬୩ ବାରି ଝରେ ନାୟକ:ବାରି ଝରେ ବାରି ଝରେ ବାରି ଝରେ ଅଦିନ ଘୋର ଘନ ଘେରି ନୀଳାମ୍ବରେ ନାୟିକା:କେ’ ପିଆସୀ ମୋରେ ଡାକେରେ କେ’ ପିଆସୀ ମୋରେ ଡାକେରେ…

ଏସଆଇଙ୍କୁ ଆକ୍ରମଣ: ୪ ଗିରଫ, ପୋଲିସ କର୍ମଚାରୀଙ୍କ ହାତ କାମୁଡି ଖସିଗଲା ମାଷ୍ଟର ମାଇଣ୍ଡ

ଧଉଳି: ଅପରାଧୀଙ୍କ ଆଡ୍ଡା ସ୍ଥଳୀ ପାଲଟିଛି ରାଜଧାନୀ ଭୁବନେଶ୍ଗର । ଧଉଳି ଥାନା ଅଧୀନ ଲିଙ୍ଗିପୁର ବିଦ୍ୟୁତ ସବଷ୍ଟେସନ ନିକଟରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଏକ ପରିତ୍ୟକ୍ତ କୋଠା ଘରେ ଏକ ଅପରାଧୀ ଗ୍ୟାଙ୍ଗ ଅପରାଧ ଘଟାଇବା ପାଇଁ ଆଡ୍ଡା ଜମାଇଥିବାବେଳେ  ଧଉଳି ଥାନା ପୁଲିସ ଏକ…