ସମ୍ବଲପୁରରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ରମନ୍ତ୍ରୀ ନିତୀନ ଗଡ଼କରୀ
ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୭୪ କୋଟି ୧୭ ଲକ୍ଷ ଟଙ୍କା ମଞ୍ଜୁର କଲେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତୀନ ଗଡ଼କରୀ । ଅଇଁଠାପାଲି ଜଙ୍କସନ୍ ଠାରେ ୬ ଲେନ୍ ବିଶିଷ୍ଟ ୩.୫ କିଲୋମିଟର ଲମ୍ବା ଫ୍ଲାଏଓଭର ଏବଂ ୫୩ ନମ୍ବର ଜାତୀୟ ରାଜପଥ ଉପରେ ଦୁଇ…