Latest Odisha News

BREAKING NEWS

ବାଲୁକାକଳାରେ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣେଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ଦେଶ ପାଳୁଛି ୭୫ତମ ସାଧାରଣତନ୍ତ୍ର ଦିବସ । ସେଥିପାଇଁ ସବୁଠି ଉତ୍ସାହ । ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଦେଶବାସୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ଏକ ସୁନ୍ଦର ବାଲୁକା କଳା କରି ସେଥିରେ ହୀନ୍ଦିରେ ମେରା ଭାରତ୍…

ଶୋଏବଙ୍କ ତୃତୀୟ ବିବାହ ପରେ ଚର୍ଚ୍ଚାରେ ସାନିଆଙ୍କ ପୋଷ୍ଟ

ନୂଆଦିଲ୍ଲୀ: ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ନିକଟରେ ତୃତୀୟ ବିବାହ କରିଛନ୍ତି । ସାନିଆ ମିର୍ଜା ଏହା ପରେ କୌଣସି ପୋଷ୍ଟ କିମ୍ବା ବୟାନ ଦେଇ ନ ଥିଲେ । ସେ ଏବେ ଏକ ପୋଷ୍ଟ କରିଛନ୍ତି ଯେ, ଯେଉଁଥିରେ ଅବଶ୍ୟ ଶୋଏବଙ୍କ ସମ୍ପର୍କ ନେଇ କିଛି ଲେଖି ନାହାନ୍ତି । ସେ ଦର୍ପଣ ସମ୍ମୁଖରେ ଛିଡା…

ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା, ପୋଲିସର ତଦନ୍ତ ଜାରି

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ସଲେଇପଦର ଗାଁରେ ଯୁବକଙ୍କୁ ହତ୍ୟା । ମୃତ ଯୁବକ ଜଣକ ହେଲେ ସୁବଳୟା ଧିବରପଡାର ଡମ୍ବରୁଧର ଅଧିକାରୀ । ଘଟଣା ସ୍ଥଳରେ ସୁବଳୟା ପୋଲିସ ର ତନାଘନା ଆରମ୍ଭ । ଅଭିଯୋଗ ଅନୁସାରେ ଗତକାଲି ସଂଧ୍ୟାରେ ଡମ୍ବରୁ ଘରୁ ବାହାରି କେଉଁକାମରେ ଯାଇଥିଲେ,…

ଆଜିଠୁ ପାଗରେ ପରିବର୍ତ୍ତନ: ଆଗାମୀ ୬ ଦିନ ପାଗ ଶୁଖିଲା ରହିବ, କମିବ ରାତି ତାପମାତ୍ରା

ଭୁବନେଶ୍ବର: ତିନି ଦିନ ପରେ ଆଜି ପାଗରେ ପରିବର୍ତ୍ତନ ଘଟିଛି । କୋହଲା ପାଗ ସାଙ୍ଗକୁ ଝିପଝିପ ବର୍ଷା ଫଳରେ ଜାଡରେ କଲବଲ ହୋଇଯାଉଥିଲେ ଲୋକେ । ହେଲେ ଆଜି ଖରା କାରଣରୁ କୋହଲା ପାଗ ଓ ଥଣ୍ଡା ପବନରୁ ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିଛି । ଆଜିଠୁ ଆଗାମୀ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ…

ପିକଅପ୍ ଭ୍ୟାନ ଓ ବସ୍ ମୁହାଁମୁହିଁ ଧକ୍କା, ୩ ମୃତ, ଅନେକ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଡଭାଗ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଛି ଏକ ପିକଅପ୍ ଭ୍ୟାନ । ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…

ରାଜ୍ୟସ୍ତରୀୟ ୭୫ ତମ ଗଣତନ୍ତ୍ର ଦିବସ ପାଳିତ, ପତାକା ଉତ୍ତୋଳନ କଲେ ରାଜ୍ୟପାଳ

ଭୁବନେଶ୍ବର: ଆଜି ଗଣତନ୍ତ୍ର ଦିବସ ପାଇଁ ତ୍ରିରଙ୍ଗାମୟ ହୋଇଛି ସାରା ଦେଶ । ଏହି ଅବସରରେ ଭୁବନେଶ୍ବର ସ୍ଥିତ ମହାତ୍ମା ଗାନ୍ଧୀମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ରାଜ୍ୟପାଳ ରଘୁବର ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପରେଡରେ ଅଭିବାଦନ ଗ୍ରହଣ କରିବା ସହିତ ଜାତୀୟ…

ଆଶ୍ଚର୍ଯ୍ୟ: ଶବ ନାହିଁ, ହେଲେ ରୀତିନୀତି ଅନୁଯାଇ ହେଲା ଶବଦାହ

ଭଦ୍ରକ: ୬ ଖଣ୍ଡ ବାଉଁଶରେ ବନ୍ଧା ହୋଇଛି କୋକେଇ । ବନ୍ଧୁ ବାନ୍ଧବ ସହିତ ସାହି ପଡିଶା ମଧ୍ୟ ଘର ସାମ୍ନାରେ ରୁଣ୍ଡ ହୋଇଛନ୍ତି । କୋକେଇ ଉପରେ ବନ୍ଦା ହୋଇଛି ପାଳ ଦଉଡି । ନାତି, ନାତୁଣୀ ମାନେ ଘିଅ ସଳିତା ଧରି ଜଳେଇବା ସହ ଶବକୁ ୪ କାନ୍ଦ ଦେଇ ଖଇ କଉଡ଼ି ପକେଇ ‘ରାମ ନାମ ସତ୍ୟ ହେ, ହରି ନାମ…

୭୫ତମ ଗଣତନ୍ତ୍ର ଦିବସ; କର୍ତ୍ତବ୍ୟ ପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଦେଶ ପାଳୁଛି ୭୫ତମ ଗଣତନ୍ତ୍ର ଦିବସ । ଦେଶର କୋଣ ଅନୁକୋଣରେ ଫର୍ ଫର୍ ହୋଇ ଉଡୁଛି ତ୍ରୀରଙ୍ଗା ପତାକା । ଗୁଞ୍ଜରିତ ହେଉଛି ଜାତୀୟ ସଙ୍ଗୀତ । ବନ୍ଦେ ମାଆ ତରମ୍‌ ଧ୍ବନିରେ କମ୍ପି ଉଠୁଛି ଗଗନ ପବନ । ଏହି ସ୍ବତନ୍ତ୍ର ଅବସରରେ କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି…

ଇପିଏଫଓରୁ ପାଆନ୍ତୁ ଅଧିକ ସୁଧ, ଆପଣାଇବାକୁ ହେବ ଏହି ନିୟମ

ନୂଆଦିଲ୍ଲୀ: ସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ମୂଳ ଦରମା ଏବଂ ମହଙ୍ଗା ଭତ୍ତା (DA) ର ୧୨ ପ୍ରତିଶତ କଟାଯାଇ PF ଆକାଉଣ୍ଟକୁ ପ୍ରଦାନ କରାଯାଇଥାଏ। ସମାନ ପରିମାଣ ମଧ୍ୟ ନିଯୁକ୍ତିଦାତା ଦ୍ୱାରା ଜମା ହୋଇଥାଏ। ଏହାକୁ ନେଇ ସରକାର ଏକ ଭଲ ସୁଧ ମଧ୍ୟ ପ୍ରଦାନ କରୁଛନ୍ତି। ଅଧିକ ସୁଧ…

ଜିଲ୍ଲା ସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଜଗତସିଂହପୁର/ନୂଆପଡା : ୭୫ତମ ଗଣତନ୍ତ୍ର ଦିବସ ପାଇଁ ଝଲସୁଛି ପଲ୍ଲୀ ଠାରୁ ସହର । ଦେଶ ତଥା ରାଜ୍ୟର କୋଣ ଅନୁକୋଣ ସବୁଠି ତ୍ରିରଙ୍ଗାରେ ରଙ୍ଗାୟିତ । ଏଥିପାଇଁ ସମସ୍ତ ଦେଶବାସୀ ଉତ୍ସାହିତ । ଜଗତସିଂହପୁର ସଦର ମହକୁମା ସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ୍ ପରିସରରେ ପାଳିତ  ହୋଇଯାଇଛି…