ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମରେ ଜିଲ୍ଲାସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ
ପୁରୀ: ଆଜି ଦେଶ ପାଳନ କରୁଛି ୭୫ତମ ଗଣତନ୍ତ୍ର ଦିବସ । ଗଣତନ୍ତ୍ର ଦିବସ ପାଇଁ ଝଲସୁଛି ପଲ୍ଲୀ ଠାରୁ ସହର । ଏଥିପାଇଁ ସମସ୍ତ ଦେଶବାସୀ ଉତ୍ସାହିତ । ପୁରୀ ତାଳବଣିଆ ଇଣ୍ଡୋର ଷ୍ଟାଡିଅମ ପଡିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ୭୫ ତମ ସାଧାରଣତନ୍ତ୍ର ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…