ଏହି ଛତୁରୁ ମିଳେ ଆମିଷଠୁ ବି ଅଧିକ ପ୍ରୋଟିନ୍, ଜାଣନ୍ତୁ ଏହାର ଫାଇଦା
ଭୁବନେଶ୍ଵର: ଓୟେଷ୍ଟର ମସରୁମରେ ଆମିଷ ଅପେକ୍ଷା ଅଧିକ ପ୍ରୋଟିନ ମିଳିଥାଏ । ଏହା ଅନେକ ପୌଷ୍ଟିକ ଗୁଣରେ ଭରପୁର ଥିବା ସହ ଅନେକ ସ୍ଵାସ୍ଥ୍ୟପ୍ରଦ ମଧ୍ୟ । ଓୟେଷ୍ଟର ମସରୁମ୍ ର ରଙ୍ଗ ଏବଂ ଆକାର ସିପ୍ ପରି । ପ୍ରୋଟିନ୍, ଫାଇବର, ଭିଟାମିନ୍, ମିନେରାଲ୍ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ପରି ପୁଷ୍ଟିକର…