ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ବିରୋଧରେ ଓ୍ୱାରେଣ୍ଟ ଜାରି
ମୁମ୍ବାଇ: ୨୦୦୮ ମହାରାଷ୍ଟ୍ର ମାଲେଗାଓଁ ବିସ୍ଫୋରଣ ମାମଲାରେ ବିଜେପି ସାଂସଦ ସାଧ୍ୱୀ ପ୍ରଜ୍ଞା ଠାକୁରଙ୍କ ବିରୋଧରେ ଜାମିନ ଯୁକ୍ତ ଓ୍ୱାରେଣ୍ଟ ଜାରି ହୋଇଛି । ମୁମ୍ବାଇର ଏକ ସ୍ୱତନ୍ତ୍ର ଅଦାଲତ ସାଂସଦଙ୍କ ବିରୋଧରେ ଏହି ଓ୍ୱାରେଣ୍ଟ ଜାରି କରିବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି ।…