ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି : ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ସାମୟିକ ଆଶ୍ୱସ୍ତି ମିଳିଛି । ସଭ୍ୟପଦ ରଦ୍ଦ ସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ । ଦାୟର ଜନସ୍ୱାର୍ଥ ମାମଲାକୁ ଅଗ୍ରାହ୍ୟ କରିଛନ୍ତି । ଏ ନେଇ ଜନସ୍ବାର୍ଥ ମାମଲା ଦାୟର କରିଥିଲେ ଡାକ୍ତର ରବିରଞ୍ଜନ ସାହୁ ।…