Latest Odisha News

BREAKING NEWS

ଟଙ୍କା ଦେବାକୁ ମନା କରିବାରୁ ବ୍ୟବସାୟୀ ହାଣିଦେଲେ ଦୁର୍ବୃତ୍ତ, ତଦନ୍ତ ଜାରି

କେନ୍ଦ୍ରାପଡା: ଦାଦାବାଟି ଦେବାକୁ ମନା କରିବାରୁ ବ୍ୟବସାୟୀଙ୍କୁ ହାଣିଦେଲେ ଦୁର୍ବୃତ୍ତ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡାରେ । ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣରେ ଗୁରୁତର ହୋଇଥିବା ବ୍ୟବସାୟୀ ଜଣକ ମିର ଖାଦୀମ ବକ୍ସ । ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି…

କାର୍ଯ୍ୟକ୍ଷମ ହେଲା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ୍ ପ୍ରକଳ୍ପର ସୋନପୁର-ଖମ୍ବେଶ୍ବରପଲ୍ଲୀ ମଧ୍ୟରେ ରେଳ ସେକ୍ସନ

ଭୁବନେଶ୍ଵର: ଶେଷ ହୋଇଛି ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୋନପୁର ଏବଂ ଖମ୍ବେଶ୍ୱରପଲ୍ଲୀ ମଧ୍ୟରେ ୧୦.୫୦ କିଲୋମିଟର ବିଶିଷ୍ଟ ବ୍ରଡ୍ ଗେଜ୍ ରେଳ ଲାଇନର ନିର୍ମାଣ କାର୍ଯ୍ୟ | ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ୨୯ ଡିସେମ୍ବର ୨୦୨୩ରେ ଏହି ନୂତନ ଭାବେ ନିର୍ମିତ ରେଳ ଲାଇନକୁ…

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତି, ବ୍ୟାନ୍ ହେଲା ତେହରିକ୍-ଏ-ହୁରିୟତ

ନୂଆଦିଲ୍ଲୀ: ମୋଦି ସରାକର ନେଇଛନ୍ତି ଆଉ ଏକ ବଡ଼ ନିଷ୍ପତ୍ତି । ତେହରିକ୍‌-ଏ-ହୁରିୟତ ବ୍ୟାନ୍ ଘୋଷଣା କଲେ କେନ୍ଦ୍ର ସରକାର । ଜାମ୍ମୁ କାଶ୍ମୀରର ବିଚ୍ଛିନ୍ନତାବାଦୀ ସଙ୍ଗଠନ ତେହରିକ୍‌-ଏ-ହୁରିୟତ । ଦେଶ ବିରୋଧୀ କାର୍ଯ୍ୟକଳାପ ପାଇଁ ବ୍ୟାନ୍ ହୋଇଥିବା ଘୋଷଣା କରାଯାଇଛି । ବର୍ତ୍ତମାନ ଏହି…

ଅଭୁଲା ୨୦୨୩: ତୁନିଶା ଶର୍ମାଙ୍କ ମୃତ୍ୟୁ ଠାରୁ ଆରମ୍ଭ କରି ଏଲଭିଶ ଯାଦବଙ୍କ ରେଭ ପାର୍ଟୀ, ଏପରିଥିଲା ଟେଲିଭିଜନ ଦୁନିଆର…

ଭୁବନେଶ୍ଵର: ଟେଲିଭିଜନ ଦୁନିଆ ପାଇଁ ୨୦୨୩ ଏକ ବିଶେଷ ବର୍ଷ ଥିଲା | ଏହି ବର୍ଷ, କେତେଜଣ ସକାରାତ୍ମକ କାରଣ ପାଇଁ ଚର୍ଚ୍ଚାରେ ଥିବା ବେଳେ ଅନ୍ୟ କେତେକ ବିବାଦରେ ଛନ୍ଦି ହୋଇପଡିଥିଲେ | ତୁନିଶା ଶର୍ମାଙ୍କ ଅସ୍ଵଭାବିକ ମୃତ୍ୟୁରୁ ଆରମ୍ଭ କରି ଆଦିଲ ଖାନ ଦୁରାନୀଙ୍କ ସହ ରାଖୀ ସାୱନ୍ତଙ୍କ ଅଶାନ୍ତ…

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣେ ମୃତ

ଭୁବନେଶ୍ଵର: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟଣା । ଆଖିବୁଜିଲେ ଜଣେ ଆହତ । ୪ଜଣ ଆହତଙ୍କ ମଧ୍ୟରୁ ଆଜି ଚିକିତ୍ସାଧୀନ ଅବସ୍ଥାରେ ଜଣେ ଆହତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିଚୟ ମିଳି ପାରିନି। ଏନେଇ ସୂଚନା ଦେଇଛନ୍ତି ଜୋନ୍‌-୨ ଏସିପି ଗୌତମ କିଶାନ । ସୂଚନା…

ସାହିତ୍ୟ ପରିକ୍ରମା – ୨୦୨୩

ପରିବର୍ତ୍ତନ ହିଁ ସୃଷ୍ଟିର ନିୟମ। ପ୍ରତି ମୁହୂର୍ତ୍ତରେ ପୃଥିବୀର କୋଣ ଅନୁକୋଣରେ କିଛି ନା କିଛି ପରିବର୍ତ୍ତନ ଘଟୁଥାଏ। ସମୟ ସହ ନୂଆ ନୂଆ ଘଟଣାବଳୀର ଫର୍ଦ୍ଦସବୁ ଯୋଡ଼ି ହେଉଥାଏ ପୁଣି କିଛି ଇହିହାସର ପୃଷ୍ଠାରେ ପରିବର୍ତ୍ତିତ ହେଉଥାଏ। ଆଜି ୨୦୨୩ର ଶେଷ ଦିନ। ଗୋଟିଏ ବର୍ଷ ଭିତରେ ଓଡ଼ିଆ…

ଭାବନାକୁ ଶବ୍ଦର ରୂପ ଦେବା ପ୍ରୟାସରେ ମୁଁ ସାହିତ୍ୟ ପ୍ରତି ଆକୃଷ୍ଟ ହେଲି : ସଂଗ୍ରାମ କେଶରୀ ସେନାପତି

ଓଡ଼ିଆ ସାହିତ୍ୟ ଜଗତରେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନଟିଏ ସଂରକ୍ଷିତ କରିସାରିଥିବା ସଂଗ୍ରାମ କେଶରୀ ସେନାପତି ଜଣେ ଅନନ୍ୟ ପ୍ରତିଭା । ଗଳ୍ପ ଓ କବିତା, ପ୍ରବନ୍ଧ ବିଭାଗରେ ତାଙ୍କ ଲେଖନୀ ଖୁବ ଚଳ-ଚଞ୍ଚଳ । ଓଡ଼ିଶାର ଅନେକ ପତ୍ର-ପତ୍ରିକାରେ ତାଙ୍କ ସାହିତ୍ୟ କୃତି ପ୍ରକାଶିତ । ଜଣେ ସସହିତ୍ୟ…

ଜାନୁଆରୀ ୨ ଓ ୩ ରେ ତାମିଲନାଡୁ, ଲାକ୍ଷାଦ୍ୱୀପ ଏବଂ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଜାନୁଆରୀ ୨ ଏବଂ ୩ ରେ ତାମିଲନାଡୁ ଏବଂ ଲାକ୍ଷାଦ୍ୱୀପ ଗସ୍ତ କରିବେ । ଜାନୁଆରୀ ୨, ୨୦୨୪ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ତିରୁଚିରାପଲ୍ଲୀରେ ପହଞ୍ଚିବେ । ସେଠାରେ ତିରୁଚିରାପଲ୍ଲୀସ୍ଥିତ ଭାରତୀଦସନ…

ଲୋକମହୋତ୍ସବ ଚଇତିର ଉଦଯାପନୀ ଦିବସରେ ଯୋଗ ଦେଲେ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା

ରାୟଗଡା: ସରିଲା ରାୟଗଡା ଜିଲ୍ଲାର ଲୋକମହୋତ୍ସବ ‘ଚଇତି’ । ଚଳିତ ୨୬ ତାରିଖରୁ ଆରମ୍ଭ ହୋଇଥିବା ଲୋକମହୋତ୍ସବ ଚଇତିର ଗତକାଲି ଥିଲା ଅନ୍ତିମ ତଥା ଉଦଯାପନୀ ଦିବସ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ପଣ୍ଡା, ଆଦିବାସୀ ଏବଂ ଆଇନ…

ଚଳିତ ବର୍ଷର ‘ଶେଷ ମନ୍ କି ବାତ୍’, ନୂତନ ବର୍ଷର ଶୁଭେଚ୍ଛା ଜଳେଇଲେ ମୋଦି

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷର ଶେଷ 'ମନ୍ କି ବାତ୍' । ଦେଶବାସୀଙ୍କୁ ୨୦୨୪ ନବ ବର୍ଷର ଶୁଭେଚ୍ଛା ଜଣାଇବା ସହ ନୂଆବର୍ଷରେ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ସହ ସଫଳତା କାମନା କରିଛନ୍ତି ପ୍ରଧାନମନ୍ତ୍ରୀ। ପିଏମ ମୋଦି କହିଛନ୍ତି ଯେ, ମୋ ପରିବାରର ଲୋକଙ୍କୁ…