ପୂର୍ବ ରେକର୍ଡ ଭାଙ୍ଗିଲା ପୂର୍ବତଟ ରେଳପଥ: ୨୦୦ ନିୟୁତ ଟନ୍ ପଣ୍ୟ ବୋଝେଇକୁ ଲାଗିଲା ୨୯୫ ଦିନ
ଭୁବନେଶ୍ବର: ପୂର୍ବତଟ ରେଳପଥ ୨୦୨୩-୨୪ ଆର୍ଥିକ ବର୍ଷରେ ମାଲ ପରିବହନରେ ପୂର୍ବ ରେକର୍ଡ ଅତିକ୍ରମ କରିଛି। ୧ ଏପ୍ରିଲ, ୨୦୨୩ରୁ ୨୨ଜାନୁୟାରୀ, ୨୦୨୪ ପର୍ଯ୍ୟନ୍ତ ରେଳପଥ ୨୦୨.୧୧୧ନିୟୁତ ଟନ୍ ପଣ୍ୟ ପରିବହନ କରିଛି । ୨୦୨୨-୨୩ ଆର୍ଥିକ ବର୍ଷରେ ସମାନ ସମୟ ମଧ୍ୟରେ ୧୯୧.୩୯ ନିୟୁତ ଟନ୍ ସର୍ବାଧିକ…