ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ତୃତୀୟ ଦିବସ
ଭୁବନେଶ୍ଵର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ ଜେଜୁଟରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ଵାରା ଆୟୋଜିତ ଆନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ଉତ୍ସବର ତୃତୀୟ ଦିବସର ତିନୋଟି ଯାକ ଅଧିବେଶନରେ ଉତ୍ସାହର ସହ ଓଡ଼ିଶୀ ନୃତ୍ୟ ପରିବେଷିତ ହୋଇଯାଇଛି ।
ପ୍ରଥମ…