ମଧ୍ୟମ ବର୍ଗଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ପ୍ରଧାନମନ୍ତ୍ରୀ; ବିଶ୍ୱକର୍ମା ଜୟନ୍ତୀରୁ ହେବ କାର୍ଯ୍ୟକାରୀ
ନୂଆଦିଲ୍ଲୀ:ଆଜି ସାରା ଦେଶ ପାଳୁଛି ସ୍ୱାଧୀନତା ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟମବର୍ଗଙ୍କ ପାଇଁ ଆଉ ଏକ ନୂଆ ଯୋଜନାର ଘୋଷଣା କରିଛନ୍ତି । ଏହି ଯୋଜନାରେ ବଣିଆ, ତନ୍ତୀ, ବାରିକ ପରି କାମ କରୁଥିବା ବର୍ଗର ଲୋକଙ୍କ ପାଇଁ ନୂଆ ଯୋଜନାର ଷୋଷଣା କରିଛନ୍ତି ।…