ନିିଜ ଅଭିଭାଷଣ ପ୍ରତି ଅଧିକ ସତର୍କ ରହିବାକୁ ରାହୁଲଙ୍କୁ ନିର୍ବାଚନ କମିଶନଙ୍କ ପରାମର୍ଶ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କଡ଼ା ସମାଲୋଚନା କରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ତାଙ୍କ ସାର୍ବଜନୀନ ଅଭିଭାଷଣରେ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ନିର୍ବାଚନ କମିଶନ କହିଛନ୍ତି।
ଗତ ବର୍ଷ ଡିସେମ୍ବରରେ ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ…