ସିବିଏସ୍ଇ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ; କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ ଛାତ୍ରଛାତ୍ରୀଙ୍କ ୧୦୦% ସଫଳତା
ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି। ଏଥିରେ ଦ୍ୱାଦଶ ଶ୍ରେଣୀରେ କିଟ୍ ଇଣ୍ଟରନ୍ୟାସ୍ନାଲ୍ ସ୍କୁଲ୍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି । ସ୍କୁଲ୍ର ୯୮ପ୍ରତିଶତ…