ପତ୍ନୀଙ୍କ ସହ ଝଗଡା କରି ୯ ମାସର ଶିଶୁ ପୁତ୍ର ସହ ନଦୀକୁ ଡେଇଁ ପଡିଲେ ବାପା
କଟକ:ଜୀବନ ପ୍ରତି ମୋହ ଛାଡିଗଲା ସତ ହେଲେ ସନ୍ତାନ ପ୍ରତି ତୁଟାଇ ପାରି ନ ଥିଲେ । ସେଥିପାଇଁ ପତ୍ନୀଙ୍କ ସହ ଝଗଡା କରି ୯ ମାସର ଛୁଆକୁ ଧରି ନଦୀକୁ ଡେଇଁଥିଲେ ବାପା । ସ୍ଥାନୀୟ ଲୋକଙ୍କ ଉଦ୍ୟମରେ ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମା’ ସହ ହସ୍ପିଟାଲକୁ ପଠା ଯାଇଛି ।…