Latest Odisha News

ପରିକ୍ରମା ପ୍ରକଳ୍ପ ଓ ରାମମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ କେନ୍ଦ୍ରାପଡ଼ାରେ ଦୁଇଦିନ ମଦ ବନ୍ଦ

ଭୁବନେଶ୍ୱର: ପୁରୀର ପରିକ୍ରମା ପ୍ରକଳ୍ପ ଓ ଅଯୋଧ୍ୟାରେ ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା ପାଇଁ ଆସନ୍ତା ୨୨ ତାରିଖରେ ଓଡ଼ିଶାର କେନ୍ଦ୍ରାପଡ଼ା ଜିଲ୍ଲାରେ ଦୁଇ ଦିନ ମଦ ବ୍ୟବସାୟ ବନ୍ଦ ରହିବ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଜିଲ୍ଲାର ସମସ୍ତ ଠିପିଖୋଲା, ଠିପି ବନ୍ଦ, ତାଡି,…

ଭାଷା ଭାଗବତ : ହେବା କି ହିତକାରୀ?

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ  ଅଭ୍ୟାସାକ୍ରାଂତ ହେଲେ ବ୍ୟକ୍ତି ନ ଛାଡ଼ି ଅତୀତ ଆସକ୍ତି କରଂତି ସାମୂହିକ କ୍ଷତି ଏମିତି ତାଂକ ନୀତି, ରୀତି ବାଲ୍ୟକାଳରେ ଯେଉଁ ଜ୍ଞାନ କରିଲେ କ୍ରମଶଃ ଅର୍ଜନ ତାହାକୁ ଦିଅଂତି ସମ୍ମାନ ନୂତନତା ପାଏନି ଧ୍ୟାନ ପରିବର୍ତନ ପ୍ରତି…

ଉତ୍ତର ଭାରତରେ ଶୀତ ଲହରୀ ଜାରି, ଏହି ସବୁ ରାଜ୍ୟରେ ବର୍ଷା ଆଶଙ୍କା

ନୂଆଦିଲ୍ଲୀ: କେନ୍ଦ୍ରୀୟ ରାଜଧାନୀ ନୂଆଦିଲ୍ଲୀ ସମେତ ପୂରା ଉତ୍ତର ଭାରତରେ ଶୀତ ଲହରୀ ଜାରି ରହିଛି। ଫଳରେ ସାଧାରଣ ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। କେବଳ ସାଧାରଣ ଜନଜୀବନ ନୁହେଁ, ବରଂ ବିମାନ, ରେଳ ଚଳାଚଳ ମଧ୍ୟ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ଯ : ମୂର୍ତ୍ତି ତତ୍ତ୍ୱ

ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ତତ୍ତ୍ୱଗୁଡିକ ଅନୁସନ୍ଧାନ କଲେ ଅନେକ ପରସ୍ପର ବିରୋଧି ତଥ୍ୟ ଦୃଷ୍ଟି ଗୋଚର ହୋଇଥାଏ । ଶ୍ରୀଜଗନ୍ନାଥଙ୍କ ବିଗ୍ରହ ତତ୍ତ୍ୱ, ଉପାସନାର ଇତିହାସ, ଉପାସନା ବିଧି, ଉପାସନା ଆରମ୍ଭର କାଳ, ଏଭଳି କି ମନ୍ଦିର ପ୍ରତିଷ୍ଠାର…

ବେଲୁଚିସ୍ତାନ ଉପରେ ଇରାନର ମିଶାଇଲ ମାଡ଼, ଚେତାବନୀ ଦେଲା ପାକିସ୍ତାନ

ନୂଆଦିଲ୍ଲୀ: ପାକିସ୍ତାନର ବେଲୁଚିସ୍ତାନ ଉପରେ ଇରାନ ମିଶାଇଲ ମାଡ଼ କରିଥିବା ସୂଚନା ରହିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି କ୍ଷେପଣାସ୍ତ୍ର ମାଡ଼ ହୋଇଥିବା ଖବର ସାମ୍ନାକୁ ଆସିଛି। ତେବେ ଏହି ଆକ୍ରମଣକୁ ନେଇ ପାକିସ୍ତାନ ପକ୍ଷରୁ ଘୋର ନିନ୍ଦା କରାଯାଇଛି। ପାକିସ୍ତାନ କହିଛି ଏହା ବେଆଇନ ଓ…

ଆଜି ପରିକ୍ରମା ପ୍ରକଳ୍ପର ଲୋକାର୍ପଣ, ସାମିଲ ହେବେ ୯୦ ଦେଶର ପ୍ରତିନିଧି

ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ପୁରୀ ଏବେ ଉତ୍ସବମୁଖର। ଏହି ପରିକ୍ରମା ପ୍ରକଳ୍ପ ଆଜି ଅର୍ଥାତ ବୁଧବାର ଜାନୁଆରୀ ୧୭ ତାରିଖରେ ଲୋକାର୍ପିତ ହେବ। ଜଗନ୍ନାଥ ହେରିଟେଜ୍ କରିଡର ଭାବରେ ମଧ୍ୟ ଜଣାଶୁଣା | ଓଡ଼ିଶା ବ୍ରିଜ୍ ଏବଂ ନିର୍ମାଣ ନିଗମ (ଓବିସିସି) ଦ୍ୱାରା ଏହି…

ଉଦଯାପିତ ହେଲା ଶିଶିର ସରସ ମେଳା

ଭୁବନେଶ୍ୱର : ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗ ଅଧୀନସ୍ତ ଓରମାସ ଦ୍ୱାରା ଆୟୋଜିତ ଶିଶିର ସରସ ମେଳା-୨୦୧୪ ସୋମବାର ଉଦଯାପିତ ହୋଇଯାଇଛି । ଏହି ଅବସରରେ ଓରମାସ ତରଫରୁ ପ୍ରସ୍ତୁତ ମନ୍ଥନ ପୁସ୍ତିକାର ଉନ୍ମୋଚନ ମଧ୍ୟ କରାଯାଇଥିଲା। ଉଦଯାପନୀ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ଏବଂ…

ଶାହାରୁଖଙ୍କ ସହ ପୁନର୍ବାର ଫିଲ୍ମ କରିବା ପାଇଁ ଯୋଜନା କରୁଛନ୍ତି ଭନ୍ସାଲୀ

ମୁମ୍ବାଇ: ସଞ୍ଜୟ ଲିଲା ଭନ୍ସାଲୀ ତାଙ୍କ ଡ୍ରିମ ପ୍ରୋଜେକ୍ଟ ବୈଜୁ ବାୱାରାକୁ କିଛି ଦିନ ପାଇଁ ଘୁଂଚାଇ ଦେଇଛନ୍ତି । ସେ ପ୍ରଥମେ ତାଙ୍କର ଆଉ ଏକ ମହତ୍ୱାକାଂକ୍ଷୀ ଫିଲ୍ମର ଶୁଟିଂ ଚଳିତ ବର୍ଷ ଜୁନରୁ ଆରମ୍ଭ କରିବେ ବୋଲି ରିପୋର୍ଟ ପ୍ରକାଶ ପାଇଛି । ଏବେ ସେ ନେଟଫ୍ଲିକ୍ସରେ ରିଲିଜ ହେବାକୁ ଥିବା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବର ସ୍ୟାଣ୍ଡ ଆନିମେସନ କଲେ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ: ଆସନ୍ତା କାଲି ଲୋକାର୍ପିତ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ଏହା ପାଇଁ ଚାଲିଛି ଜୋରଦାର୍ ପ୍ରସ୍ତୁତି। ଏହାରି ଭିତରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ସ୍ୟାଣ୍ଡ ଆନିମେସନ ଜରିଆରେ ଏହାକୁ ଚିତ୍ରଣ କରିଛନ୍ତି। ଆନିମେସନ ଭିଡିଓଟି ୩ମିନିଟି ୩୯ସେକେଣ୍ଡର ହୋଇଥିବା…

ଫେବୃଆରୀ ୩ରୁ ଭୁବନେଶ୍ୱରରେ ଏକାମ୍ର ଉତ୍ସବ ଆୟୋଜନ କରିବ ବିଡିଏ

ଭୁବନେଶ୍ୱର: ଆସନ୍ତା ଫେବୃଆରୀ ୩ରୁ ଏକାମ୍ର ଉତ୍ସବ ଆୟୋଜନ କରିବ ବିଡିଏ। IDCO ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବ କାର୍ଯ୍ଯକ୍ରମ। ଏକାମ୍ର ଉତ୍ସବ ତିନୋଟି ଉପାଦାନ ଅର୍ଥାତ୍- ଭୁବନ୍-ଇ-ସ୍ୱର୍ ବା ମୁଖ୍ୟ ଇଭେଣ୍ଟ , ସିଟି କାର୍ନିଭାଲ୍- ଲୋକ ଉତ୍ସବ ଏବଂ ଖାଦ୍ୟ ମହୋତ୍ସବ - ଆମ ବ୍ୟଞ୍ଜନରେ…