ଶ୍ରୀକୃଷ୍ଣ ଜନ୍ମଭୂମି-ଶାହି ଇଦଗାହ ବିବାଦ ମାମଲା: ମସଜିଦ୍ ସର୍ଭେ ନିଷ୍ପତ୍ତିକୁ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ମଥୁରା ଶାହି ଇଦଗାହ ମସଜିଦରେ ସର୍ଭେ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ସୁପ୍ରିମକୋର୍ଟ । ବର୍ତ୍ତମାନ ଶାହି ଇଦଗାହ ମସ୍ଜିଦ୍ରେ କୌଣସି ସର୍ବେକ୍ଷଣ ହେବନାହିଁ। କୋର୍ଟ କମିଶନରଙ୍କ ନିଯୁକ୍ତି ନେଇ ଆହ୍ଲାବାଦ ହାଇକୋର୍ଟଙ୍କ ନିଷ୍ପତ୍ତି ଉପରେ ସୁପ୍ରିମକୋର୍ଟ…